www.samajalive.in
Sunday, December 14, 2025
16.1 C
Bhubaneswar

ରାସ୍ତା ମଝିରେ ଏକ ଫୁଟ ଖାଲ

ପାଟଣା : ପାଟଣା ମୁଖ୍ୟାଳୟରୁ  ସ୍ୱାମ ଶାସନ ହୋଇ କେନ୍ଦୁଝର ଯାଇଥିବା ମୁଖ୍ୟ ରାସ୍ତାର ସ୍ୱାମ ନିକଟରେ ମଝି ରାସ୍ତାରେ ୧ ଫୁଟର ଏକ ଗଭୀର ଖାଲ ହୋଇଛି।ବର୍ଷା ଦିନ ହୋଇଥିବାରୁ ଏଠାରେ ପାଣି ଭର୍ତ୍ତି ହୋଇ ରହୁଛି। ଫଳରେ ଏହି ରାସ୍ତାରେ ଯାତାୟତ କରୁଥିବା ଲୋକମାନେ ଓ ଗାଡି ମଟର ଗୁଡିକ ଖାଲକୁ ଜାଣି ନପାରି ଉକ୍ତ ଖାଲରେ ଖସି ପଡି ଦୁର୍ଘଟଣାର ଶିକାର ହେଉଛନ୍ତି। ଦୀର୍ଘ ଦିନ ହେବ ରାସ୍ତା ମଝିରେ ଏହି ଖାଲଟି ଥିବାରୁ ପ୍ରତିଦିନ ଛୋଟ ମୋଟ ଦୁର୍ଘଟଣା ଘଟୁଛି। ଏହି ଖାଲଟିକୁ ତୁରନ୍ତ ମରାମତି କରିବା ପାଇଁ ସାଧାରଣରେ ଦାବି ହୋଇଛି ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories