www.samajalive.in
Friday, December 5, 2025
26.1 C
Bhubaneswar

ସିଂହ ଖୁଆଡରେ ବ୍ୟକ୍ତି, ଭିଡିଓରେ ଦେଖନ୍ତୁ ଛାତିଥରା ଦୃଶ୍ୟ

ନୂଆଦିଲ୍ଲୀ : ସୋସିଆଲ ମିଡିଆରେ ଜୀବଜନ୍ତୁଙ୍କ ଅନେକ ଭିଡିଓ ଭାଇରାଲ୍‌ ହୋଇଥାଏ । କିଛି ଆଶ୍ଚର୍ଯ୍ୟଚକିତ କରିବା ସହ ଭୟଭୀତ ମଧ୍ୟ କରିଥାଏ । ସିଂହ ସହ ଜଡିତ ଏଭଳି ଏକ ଭିଡିଓ ଏବେ ଦ୍ରୁତ ଗତିରେ ଭାଇରାଲ୍‌ ହେଉଛି, ଯାହାକୁ ଦେଖିଲେ ଛାତି ଥରି ଉଠିବ । ଭିଡିଓଟି ଏବେ ସଭିଁଙ୍କ ଧ୍ୟାନକୁ ଆକର୍ଷିତ କରୁଛି ।
ଭିଡିଓରେ ଦେଖିପାରିବେ, ଜଣେ ବ୍ୟକ୍ତି ସିଂହ,ସିଂହୀ ଥିବା ଖୁଆଡ ଭିତରକୁ ପ୍ରବେଶ କରିଛନ୍ତି । ଗୋଟିଏ ଧଳା କପଡା ଧରିଛନ୍ତି । ଭିଡିଓ ଦେଖିଲେ ଅନୁଭବ ହେଉଛି, ବ୍ୟକ୍ତି ଜଣକ ସିଂହକୁ ତାଲିମ ଦିଅନ୍ତି, ସେମାନଙ୍କୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରୁଛନ୍ତି ।


ବ୍ୟକ୍ତି ଜଣକ ଯେଭଳି ଧଳା ରଙ୍ଗର କପଡା ଦେଖାଇଛନ୍ତି, ସିଂହ ତାଙ୍କ ଉପରେ ଖୁବ୍‌ ଜୋରରେ ଆକ୍ରମଣ କରୁଛି । ବ୍ୟକ୍ତି ଜଣକ ସେହି ସମୟରେ ତଳେ ପଡି ଯାଉଛନ୍ତି । ବ୍ୟକ୍ତି ଜଣକ ନିଜକୁ ବଞ୍ଚାଇବାକୁ ଚେଷ୍ଟା କରିଛନ୍ତି । ଭିଡିଓଟି ଦେଖିଲେ ଭୟଭୀତ ଲାଗୁଛି । ବ୍ୟକ୍ତି ଜଣକ ଗୁରୁତର ହୋଇଛନ୍ତି ବୋଲି ଜଣାପଡିଛି । ଭିଡିଓକୁ ଦେଖି ଲୋକେ ନିଜର ଭିନ୍ନ ଭିନ୍ନ ମତ ଦେଇଛନ୍ତି ।

ଶ୍ରାବଣର ପ୍ରଥମ ଶନିବାର ପୁଣି ୩୦ ବର୍ଷ ପରେ ଶନିଙ୍କ ରାଜଯୋଗ : ଏହି ରାଶିଙ୍କ ଉପରେ ଖାଲି ହେବ ଧନ ବର୍ଷା, ବଢିବ ଦରମା, କିଣିବେ ଘର, ଗାଡି..

- Advertisement -

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories