www.samajalive.in
Friday, December 12, 2025
19.1 C
Bhubaneswar

ପୋଖରୀରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର

ଖୁଣ୍ଟା : ମୟୁରଭଞ୍ଜ ଜିଲା ଖୁଣ୍ଟା ଥାନା ଅନ୍ତର୍ଗତ କେନ୍ଦୁଆମୁଣ୍ଡି ଗ୍ରାମ ପୋଖରୀରୁ ଗୁରୁବାର ଜରେ ବୃଦ୍ଧାଙ୍କ ମୃତଦେହ ପୁଲିସ ଉଦ୍ଧାର କରିଛି। ମୃତ ବୃଦ୍ଧା ଜଣଙ୍କ କେନ୍ଦୁଆ ମୁଣ୍ଡି ଗ୍ରାମର ସ୍ୱର୍ଗତ କୁନାମ୍‍ ହେମ୍ବ୍ରମଙ୍କ ପତ୍ନୀ ସାଲ୍‍ହ (୭୦)। ପୂର୍ବ ରାତିରେ ସାଲ୍‍ହ ଘରୁ କେଉଁ ଆଡେ ଚାଲିଯାଇଥିବା ବେଳେ ଗୁରୁବାର ପୂର୍ବାହ୍ନରେ ତାଙ୍କୁ ପୋଖରୀ ପାଣିରେ ଭାସୁଥିବା ଲୋକେ ଦେଖିଥିଲେ। ପୁଅ ଧରମାଙ୍କ ଏତଲା କ୍ରମେ ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିବା ବେଳେ ଉଦଳାରେ ମୃତ ଦେହ ବ୍ୟବଚ୍ଛେଦ କରାଯାଇଥିଲା।

Hot this week

ଗାଈ କଟାକୁ ନେଇ ଉତ୍ତେଜନା- ମାମଲା ରୁଜୁ

ଗୋପାଳପୁର - ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟସ୍ଥ ସୋରାବାଡି ଜଙ୍ଗଲରେ...

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

Related Articles

Popular Categories