www.samajalive.in
Friday, December 12, 2025
15.1 C
Bhubaneswar

ପୂର୍ବତନ ବିଧାୟକ ବିଶ୍ୱନାଥ ସାହୁଙ୍କ ଜନ୍ମ ଶତବାର୍ଷିକୀ ଅନୁଷ୍ଠିତ

ବ୍ରହ୍ମପୁର: ପୂର୍ବତନ ବିଧାୟକ, କୃଷକ ନେତା, କମ୍ରେଡ ବିଶ୍ୱନାଥ ସାହୁଙ୍କ ଜନ୍ମ ଶତବାର୍ଷିକୀ ସମାରୋହ ବ୍ରହ୍ମପୁର ଠାରେ ଶନିବାର ଅନୁଷ୍ଠିତ ହୋଯାଇଛି। ବିଶିଷ୍ଟ ସାମ୍ବାଦିକ ଓ କୃଷି ବିଶେଷଜ୍ଞ ପି. ସାଇନାଥ ମୁଖ୍ୟବକ୍ତା ଭାବେ ଯୋଗଦେଇ ‘କୃଷି ଓ ଅସମାନତା’ ଶୀର୍ଷକରେ ବକ୍ତବ୍ୟ ରଖିଥିଲେ। କାର୍ଯ୍ୟକ୍ରମରେ ସିପିଆଇ ରାଜ୍ୟ ସମ୍ପାଦକ ଆଶୀଷ କାନୁନଗୋ, ବରିଷ୍ଠ ସିପିଏମ ନେତା ଅଳିକିଶୋର ପଟନାୟକ, ସିପିଆଇ ଜିଲା ସମ୍ପାଦକ ପ୍ରକାଶ ପାତ୍ର, ଶତବର୍ଷିକୀ କମିଟି ସଭାପତି ତଥା ବିଶିଷ୍ଟ ପରିବେଶବିତ୍ ପ୍ରଫୁଲ୍ଲ ସାମନ୍ତରା, ସମ୍ପାଦକ ତଥା ପୂର୍ବତନ ବିଧାୟକ ନାରାୟଣ ରେଡି, ବରିଷ୍ଠ ଆଇନଜୀବୀ ଭଗବାନ ସାହୁ, ଉପସଭାପତି ରବିରଥ, ସହସମ୍ପାଦକ ଅବନୀ ଗୟା, ବରିଷ୍ଠ ସାମ୍ବାଦିକ ସୁଧୀର ପଟନାୟକ ସମେତ ବିଭିନ୍ନ ରାଜନୈତିକ ଦଳର ନେତୃବର୍ଗ ଯୋଗ ଦେଇଥିଲେ। ବିଘ୍ନେଶ୍ୱର ସାହୁ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories