www.samajalive.in
Thursday, December 11, 2025
13.1 C
Bhubaneswar

ବୃଦ୍ଧାଙ୍କୁ ଗଳା କାଟି ହତ୍ୟା

ଭବାନୀପାଟଣା: ସଦର ଥାନା ଅନ୍ତର୍ଗତ ଯୁଗସାଇପାଟଣା ପଞ୍ଚାୟତ ମୁସିଗୁଡା ଗାଁରେ ଗତ ଶୁକ୍ରବାର ରାତିରେ ଜଣେ ବୃଦ୍ଧାଙ୍କୁ ଗଳାକାଟି ହତ୍ୟା କରାଯାଇଛି। ମୃତା ମହିଳା ହେଲେ ଜନନୀ ହରିଜନ(୭୫)। ଲାଞ୍ଜିଗଡ଼ ବ୍ଲକ ଲାଖବାହାଲି ପଞ୍ଚାୟତ ତାଲବରା ଗାଁ ବାସିନ୍ଦା ଜନନୀ ଅନ୍ୟ ସମ୍ପର୍କୀୟଙ୍କ ସହିତ ମୁସିଗୁଡାରେ ପୋଡୁଚାଷ କରି ରହୁଥିଲେ। ଗତ ରାତିରେ ତାଙ୍କୁ ମୁସିଗୁଡ଼ାର ଜଣେ ଯୁବକ ହତ୍ୟା କରି ଫେରାର ହୋଇଯାଇଥିବା କୁହାଯାଉଛି। ହତ୍ୟାର କାରଣ ଅସ୍ପଷ୍ଟ ଅଛି। ସୂଚନା ପାଇ ଏକ ପୁଲିସ ଟିମ ଏବଂ ବିଶେଷଜ୍ଞ ଦଳ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories