www.samajalive.in
Sunday, December 14, 2025
26.1 C
Bhubaneswar

ରାଜ୍ୟସଭାକୁ ୪ ମନୋନୀତ

ନୂଆଦିଲ୍ଲୀ: ରାଜ୍ୟସଭାକୁ ୪ ମନୋନୀତ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  ରାଜ୍ୟସଭା ପାଇଁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ମନୋନୀତ କରିଛନ୍ତି। ସରକାରୀ ଓକିଲ ଉଜ୍ବଳ ଦେବରାଓ ନିକମ , କେରଳର ବରିଷ୍ଠ ସମାଜସେବୀ ଏବଂ ଶିକ୍ଷାବିତ୍  ସି.ସଦାନନ୍ଦନ ମାଷ୍ଟର, ଭାରତର ପୂର୍ବତନ ବୈଦେଶିକ ସଚିବ ହର୍ଷ ବର୍ଦ୍ଧନ୍ ଶ୍ରୀଙ୍ଗଲା ଏବଂ ପ୍ରଖ୍ୟାତ ଐତିହାସିକ ମିନାକ୍ଷୀ ଜୈନ୍ ଙ୍କୁ ରାଜ୍ୟସଭା ସାଂସଦ ଭାବେ ମନୋନୀତ କରାଯାଇଛି। ପୂର୍ବରୁ ମନୋନୀତ ସଦସ୍ୟଙ୍କ ଅବସର ଯୋଗୁଁ ଖାଲି ପଡିଥିବା ଆସନକୁ ଦୃଷ୍ଟିରେ ରଖି ଏହି ନାମାଙ୍କନ କରାଯାଇଛି। ଏ ନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Hot this week

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

Related Articles

Popular Categories