www.samajalive.in
Sunday, December 14, 2025
26.1 C
Bhubaneswar

ଭେଣ୍ଟିଲେଟରରେ ବାଲେଶ୍ଵର ପୀଡ଼ିତା, ଆଗାମୀ ୪୮ ଘଣ୍ଟା ଗୁରୁତ୍ଵପୂର୍ଣ୍ଣ

ସମାଜ ଡିଜିଟାଲ ଡେସ୍କ: ନ୍ୟାୟ ନ ପାଇଁ ଆତ୍ମାହୁତି ଉଦ୍ୟମ କରିଥିବା ବାଲେଶ୍ଵର ଏଫଏମ କଲେଜର ଛାତ୍ରୀ ଏବେ ଭୁବନେଶ୍ଵର ଏମ୍‌ସରେ ମୃତ୍ୟୁ ସହ ସଂଘର୍ଷ କରୁଛନ୍ତି। ଶରୀରର ୯୫ ପ୍ରତିଶତ ପୋଡ଼ିଯାଇଥିବାରୁ ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ପୀଡ଼ିତାଙ୍କୁ ଆଇସିୟୁରେ ଭେଣ୍ଟିଲେଟରରେ ରଖି ଚିକିତ୍ସା କରାଯାଉଛି। ୧୨ ଜଣିଆ ଡାକ୍ତରୀ ଦଳ ଚିକିତ୍ସା କରୁଥିବାବେଳେ ଆଗାମୀ ୨୪ରୁ ୪୮ ଘଣ୍ଟା ଅତି ଗୁରୁତ୍ଵପୂର୍ଣ୍ଣ ବୋଲି କହିଛନ୍ତି। ବର୍ତ୍ତମାନ ସୁଦ୍ଧା ପୀଡ଼ିତାଙ୍କ ସ୍ଵାସ୍ଥ୍ୟାବସ୍ଥାରେ କୌଣସି ସୁଧାର ଆସିନାହିଁ।

ଅନ୍ୟପଟେ ଏମ୍‌ସ ନିର୍ଦେଶକ ଆଶୁତୋଷ ବିଶ୍ଵାସ ନିଜେ ସ୍ଥିତି ଅନୁଧ୍ୟାନ କରିଛନ୍ତି। ପୀଡ଼ିତାଙ୍କ ଫୁସଫୁସ ଏବଂ କିଡନୀ ପ୍ରଭାବିତ ହୋଇଛି ବୋଲି ସେ କହିଛନ୍ତି।

Hot this week

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

Related Articles

Popular Categories