www.samajalive.in
Friday, December 5, 2025
26.1 C
Bhubaneswar

ଯୌତୁକ ପାଇଁ ବୋହୂକୁ ଜାଳିଦେଲେ !

ସମାଜ ଡିଜିଟାଲ ଡେସ୍କ: ଖଲ୍ଲିକୋଟ ଥାନା କହ୍ନେଇପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ଯୌତୁକ ପାଇଁ ବୋହୂକୁ ଜାଳିଦେଇଥିବା ଅଭିଯୋଗ ହୋଇଛି । ପେଟ୍ରୋଲ ଢାଳି ନିଆଁ ଲଗାଇ ଶାଶୁଘର ଲୋକ ବୋହୂକୁ ଜାଳି ଦେଇଥିବା ଥାନାରେ ଅଭିଯୋଗ ହୋଇଛି । ବୋହୂକୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ବ୍ରହ୍ମପୁର ମେଡିକାଲ୍‍ ସ୍ଥାନାନ୍ତର କରାଯାଇଛି । ସୂଚନା ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଦୁଇ ବର୍ଷ ପୂର୍ବେ ପ୍ରେମ ବିବାହ କରିଥିଲେ ପୀଡିତା । ରବିବାର ଦିନ ଶାଶୂ-ବୋହୂ ମଧ୍ୟରେ ବଚସା ହୋଇଥିବା ଜଣାପଡିଛି ।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories