www.samajalive.in
Monday, December 8, 2025
27.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ଦୁଇ ରାଜ୍ୟର ରାଜ୍ୟପାଳ ଏବଂ ଏକ କେନ୍ଦ୍ରଶାସିତ ଅଞ୍ଚଳର ଉପରାଜ୍ୟପାଳ ନିଯୁକ୍ତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ.. ଅସୀମ ଘୋଷ ହରିୟାଣା ଓ ଅଶୋକ ଗଜପତି ଗୋଆ ରାଜ୍ୟପାଳ ନିଯୁକ୍ତ.. କବିନ୍ଦର ଗୁପ୍ତା ଲଦାଖ ଉପରାଜ୍ୟପାଳ..

ରାଜ୍ୟରେ ବନ୍ୟାଜନିତ ସ୍ଥିତି ସୃଷ୍ଟି ହେବାନେଇ ପାଣିପାଗ ବିଭାଗର ଆକଳନ.. ଅବପାତ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା..

- Advertisement -

ବାଲେଶ୍ୱର ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିକ୍ରିୟା.. କହିଲେ ରାଜ୍ୟ ସରକାର ସଠିକ ପଦକ୍ଷେପ ନେଇଛନ୍ତି.. ଦୁର୍ଭାଗ୍ୟଜନକ ଘଟଣା, ଯେତେ ନିନ୍ଦା କଲେ ବି କମ୍‍ ହେବ କହିଲେ ଧର୍ମେନ୍ଦ୍ର.. ଶିକ୍ଷକ-ଶିକ୍ଷାର୍ଥୀ ସମ୍ପର୍କରେ ଅବମୂଲ୍ୟାୟନ ହୋଇଛି.. ଆଗକୁ ରାଜ୍ୟ ସରକାର ଆଇନ ଅନୁସାରେ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନେବେ.. ଉତ୍ତମ ଚିକିତ୍ସା ଯୋଗାଇବା ପ୍ରାଥମିକତା ବୋଲି କହିଲେ ଧର୍ମେନ୍ଦ୍ର..

ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ୍ ହସ୍ପିଟାଲରେ ଅଘଟଣ.. ମେଡିକାଲ ଛାତରୁ ଡେଇଁ ରୋଗୀ ଗୁରୁତର..

ବାଲେଶ୍ୱର ଏଫଏମ୍ କଲେଜ ଘଟଣାକୁ ନେଇ ଦିଲ୍ଲୀରେ ବର୍ଷିଲା କଂଗ୍ରେସ.. ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା ନେଇ ଖୁବ୍ ବର୍ଷିବାସହ ଘଟଣା ନେଇ ରାଜ୍ୟ ସରକାରଙ୍କୁ ଦୋଷାରୋପ କଲେ ମହିଳା କଂଗ୍ରେସ ଅଧ୍ୟକ୍ଷ ଅଳକା ଲାମ୍ବା ଏବଂ ବିଧାୟିକା ସୋଫିଆ ଫିର୍ଦ୍ଦୋସ.. ରାଷ୍ଟ୍ରପତି ପୀଡ଼ିତାଙ୍କୁ ଭେଟି ନ୍ୟାୟ ପ୍ରଦାନ କରନ୍ତୁ ଦାବି କଲେ ଅଳକା..

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories