www.samajalive.in
Sunday, December 14, 2025
19.1 C
Bhubaneswar

ଅବପାତ ପ୍ରଭାବରେ ପ୍ରବଳ ବର୍ଷିବ, ସୃଷ୍ଟି ହୋଇପାରେ ବନ୍ୟା ସ୍ଥିତି

ଭୁବନେଶ୍ବର : ଅବପାତ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ଆକଳନ କରିଛି । ଏପରିକି ଅବପାତ ଜନିତ ବର୍ଷା ବନ୍ୟାଭଳି ପରିସ୍ଥିତି ଆଣିପାରେ ବୋଲି ଆକଳନ କରାଯାଉଛି । ଆଜି ଉତ୍ତର ଓଡ଼ିଶା ଓ ଆସନ୍ତାକାଲିଠୁ ପଶ୍ଚିମ ଓଡ଼ିଶାରେ ପ୍ରବଳ  ବର୍ଷିବ । ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଅବବାହିକା, ମହାନଦୀ ଓ ବ୍ରାହ୍ମଣୀ ଅବବାହିକାରେ ବର୍ଷା ହେବ । କିଛି ସ୍ଥାନରେ ୨୦ ସେମି ପର୍ଯ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ । ଅନ୍ୟପଟେ ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories