www.samajalive.in
Thursday, December 11, 2025
16.1 C
Bhubaneswar

୨ ହାଇୱେ ଲୁଟେରା ଗିରଫ

ସୋର: ବାଲେଶ୍ଵର ଜିଲା ସୋରରୁ ୨ ଜଣ ହାଇୱେ ଲୁଟେରାଙ୍କୁ ପୁଲିସ ଗିରଫ କରିଛି। ଅଭିଯୁକ୍ତଦ୍ବୟ ଏନଏଚ-୧୬ ନିକଟ ଚପରପଦା ଓଭରବ୍ରିଜ ପାଖରେ ଲୁଟ ଯୋଜନା କରୁଥିବା ବେଳେ ପୁଲିସ ହାତରେ ଧରାପଡ଼ିଛନ୍ତି। ସେମାନଙ୍କ ନିକଟରୁ ଲୁହାରଡ୍‌ ଏବଂ ଅନ୍ୟାନ୍ୟ ମାରଣାସ୍ତ୍ର ଜବତ ହୋଇଛି। ରାତିରେ ପଥଚାରୀମାନଙ୍କୁ ଆକ୍ରମଣ କରି ସେମାନେ ଲୁଟପାଟ କରୁଥିଲେ। ଉଭୟଙ୍କ ନାମରେ କେତେକ ଥାନାରେ ମାମଲା ରହିଥିବା ସୂଚନା ମିଳିଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories