www.samajalive.in
Wednesday, December 10, 2025
15.1 C
Bhubaneswar

ଜୀବନ ଯୁଦ୍ଧରେ ହାରିଲେ ସୌମ୍ୟଶ୍ରୀ, ରାତିରେ ହେଲା ଶବ ବ୍ୟବଛେଦ

“ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ଯାଶ୍ରୀ। ମୃତ୍ଯୁବରଣ କଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ଯମ କରିଥିବା ଛାତ୍ରୀ ସୌମ୍ଯାଶ୍ରୀ ବିଶି। ସେ ଚିକିତ୍ସିତ ହେଉଥିବା ଏମ୍ସରେ ତରଫରୁ ଏ ସଂପର୍କରେ ବିଧିବଦ୍ଧ ଘୋଷଣା କରାଯାଇଛି। ମେଡିକାଲ ବୁଲେଟିନ୍ ଅନୁଯାୟୀ, ସୌମ୍ଯାଶ୍ରୀଙ୍କୁ ଗତ ୧୨ ତାରିଖ ଅପରାହ୍ଣ ୫ଟା ୧୫ରେ ଜ୍ଯୋତିରେଖା ଭୂୟାଁ ନାମ୍ନୀ ତାଙ୍କର ଜଣେ ବାନ୍ଧବୀ ମେଡିକାଲରେ ଆଣି ଭର୍ତ୍ତି କରିଥିଲେ। ସୌମ୍ଯାଶ୍ରୀଙ୍କୁ ବାଲେଶ୍ବର ଜିଲ୍ଲା ହସପିଟାଲରୁ ଏମ୍ସକୁ ରେଫର୍ କରାଯାଇଥିଲା

ରାତିରେ ତାଙ୍କର ଶବ ବ୍ୟବଛେଦ କରାଯାଇଛି। ଏହାକୁ ନେଇ ବିଭିନ୍ନ ବିରୋଧୀଦଳ ବିରୋଧ ପ୍ରଦର୍ଶନ କରିଛନ୍ତି ।

- Advertisement -

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories