www.samajalive.in
Sunday, December 7, 2025
23.1 C
Bhubaneswar

ଉଚ୍ଚ ରକ୍ତଚାପ ଠାରୁ ଦୂରେଇ ରଖେ ଏହି ଜୁସ

ପ୍ରାତଃ ଭ୍ରମଣ କରି ସାରିବା ପରେ ଆମେ ସ୍ବାସ୍ଥ୍ୟ ପାଇଁ ଅନେକ ପ୍ରକାରର ଜୁସ ପିଇଥାଉ। ତାହାକୁ ପିଇବା ଦ୍ବାରା ଶରୀର ସୁସ୍ଥ ରହିଥାଏ। ବିଟ୍‌ ସ୍ବାସ୍ଥ୍ୟ ପାଇଁ ଲାଭଦାୟକ ଅଟେ। ବିଟ ଜୁସରେ ଭିଟାମିନ ସି, ସିଲିକା, ଫଲିକ ଏସିଡ ଓ ପୋଟାସିୟମ ରହିଛି।

ବିଟ ଜୁସ ନିୟମିତ ପିଇବା ଦ୍ବାରା ଶରୀରରେ କୋଲେଷ୍ଟ୍ରୋଲର ମାତ୍ରା ନିୟନ୍ତ୍ରିତ ହୋଇଥାଏ।

- Advertisement -

ଏହାସହ ଉଚ୍ଚ ରକ୍ତଚାପ ଜନିତ ସମସ୍ୟାରୁ ମୁକ୍ତି ମିଳିଥାଏ।

ବିଟ ଜୁସକୁ ପିଇବା ଦ୍ବାରା ହଜମ ଠିକ ଭାବେ ହୋଇ ପେଟ ସଫା ହୋଇଥାଏ।

ଏହାଦ୍ବାରା ଶରୀରର ଆଭ୍ୟନ୍ତରୀଣ ଅଙ୍ଗ ଗୁଡିକ ସଠିକ ଭାବେ କାର୍ଯ୍ୟ କରିଥାଆନ୍ତି।

ପ୍ରତ୍ୟେକ ଦିନ ଜୁସ ପିଇବା ଦ୍ବାରା ରକ୍ତରେ ଥିବା ଦୂଷିତ ପଦାର୍ଥ ବାହାରି ଯାଇଥାଏ।

ଏହା ମେଦ ବହୁଳତା ଓ ହୃଦଘାତ ପରି ସମସ୍ୟା ଠାରୁ ଦୂରେଇ ରଖିଥାଏ ବୋଲି କୁହାଯାଇଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories