www.samajalive.in
Thursday, December 11, 2025
15.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳାଙ୍କ ସମେତ ୪ ମହାକାଶଚାରୀ.. କାଲିଫର୍ଣ୍ଣିଆ ତଟବର୍ତ୍ତୀ ପ୍ରଶାନ୍ତ ମହାସାଗରରେ ଓହ୍ଲାଇଲେ.. ସଫଳତାର ସହ ପୃଥିବୀ ପୃଷ୍ଠରେ ଓହ୍ଲାଇଲେ..

୩ ମାସରେ ଇ-କେୱାଇସି ନକେଲ କଟିବ ରାସନ କାର୍ଡ.. ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର..

- Advertisement -

ଓଡିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ.. ଦୁଇ ଦିନିଆ ଓଡିଶା ଗସ୍ତର ଆଜି ହେଉଛି ଦ୍ଵିତୀୟ ଦିନ.. କଟକ ରେଭେନ୍ସା ବିଶ୍ବବିଦ୍ୟାଳୟର ତ୍ରୟୋଦଶ ଦୀକ୍ଷାନ୍ତ ସମାରୋହରେ ଅତିଥିଭାବେ ଯୋଗ ଦେଇ ନିଜ ସମ୍ବୋଧନ ରଖିଲେ ରାଷ୍ଟ୍ରପତି.. କହିଲେ, ଚାକିରି ପାଇଁ ନୁହେଁ, ଚାକିରି ଦେବାକୁ ଉଦ୍ୟମ କରନ୍ତୁ..

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା.. ସବୁଠି ବିଦ୍ରୋହର ନିଆଁ, ବିକ୍ଷୋଭ ପ୍ରଦର୍ଶନ.. କେନ୍ଦ୍ରାପଡ଼ାରେ ମୁଖ୍ୟମନ୍ତ୍ରୀ, ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ.. ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁରରେ ମୁଖ୍ୟମନ୍ତ୍ରୀଙ୍କ ଫଟୋରେ ପେଟ୍ରୋଲ ଢ଼ାଳି ନିଆଁ ଲଗାଇଲେ ଛାତ୍ରଛାତ୍ରୀ.. ଏପଟେ ପୀଡ଼ିତାଙ୍କୁ ନ୍ୟାୟ ଦେବା ସରକାରଙ୍କ ଏକ ମାତ୍ର ଲକ୍ଷ୍ୟ, ସନ୍ଧ୍ୟାସୁଦ୍ଧା କାର୍ଯ୍ୟାନୁଷ୍ଠାନ ନିଆ ଯାଇପାରେ କହିଲେ ରାଜସ୍ଵ ମନ୍ତ୍ରୀ ସୁରେଶ ପୁଜାରୀ..

ୟେମେନରୁ ଆସିଲା ବଡ଼ ଖବର.. ସ୍ଥଗିତ ରହିଲା କେରଳର ନର୍ସ ନିମିଶା ପ୍ରିୟାଙ୍କ ଫାଶୀଦଣ୍ଡ.. ଆସନ୍ତାକାଲି ତାଙ୍କୁ ୟେମେନରେ ଫାଶୀ ଦିଆଯିବାର ଥିଲା, ଏବେ ଫାଶୀଦଣ୍ଡକୁ ସ୍ଥଗିତ ରଖାଯାଇଥିବା ସୂଚନା..

 

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories