www.samajalive.in
Thursday, December 11, 2025
18.1 C
Bhubaneswar

ବିଏମ୍‌ସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ମାମଲା, ଗିରଫ ୫ ଜଣଙ୍କୁ ଜାମିନ

ଭୁବନେଶ୍ବର : ବିଏମ୍‌ସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ମାମଲାରେ ଗିରଫ ୫ ଜଣ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କଲେ ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍‌ । ୨୯ନଂ ୱାର୍ଡ କର୍ପୋରେଟର ଅପରୂପ ନାରାୟଣ ରାଉତ, ରଶ୍ମି ରଞ୍ଜନ ମହାପାତ୍ର, ଦେବାଶିଷ ପ୍ରଧାନ, ସଚ୍ଚିକାନ୍ତ ସ୍ୱାଇଁ ଓ ସଞ୍ଜୀବ ମିଶ୍ରଙ୍କୁ କୋର୍ଟ ଜାମିନ୍ ପ୍ରଦାନ କରିଛନ୍ତି । ପୂର୍ବରୁ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ଜାମିନ ମିଳିସାରିଛି । କହିରଖୁଛୁ BMC ଅଧିକାରୀଙ୍କୁ ମାଡ଼ ଘଟଣାରେ ୬ ଜଣ ଗିରଫ ହୋଇଥିଲେ ।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

Related Articles

Popular Categories