www.samajalive.in
Monday, December 15, 2025
24.1 C
Bhubaneswar

ଲୋୟର ପିଏମଜିରେ ବିଜେଡି କର୍ମୀ-ପୁଲିସ ମୁହାଁମୁହିଁ, ଶତାଧିକଙ୍କୁ ଉଠାଇ ନେଲା ପୁଲିସ

ସମାଜ ଡିଜିଟାଲ ଡେସ୍କ: ଏଫ୍‍ଏମ୍‍ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ଆନ୍ଦୋଳନକୁ ଓହ୍ଲାଇଛି ବିଜେଡି । ଲୋକସଭା ଭବନ ଘେରାଉ କରିବାକୁ ଅଗ୍ରସର ହେଉଥିବା ବିଜେଡି କର୍ମୀଙ୍କୁ ଲୋୟର ପିଏମଜିରେ ଅଟକାଇଥିଲା ପୁଲିସ । ଫଳରେ ବିଜେଡି କର୍ମୀ-ପୁଲିସ ମୁହାଁମୁହିଁ ହୋଇଥିଲେ । ବ୍ୟାରିକେଡ ଭାଙ୍ଗି ଲୋକସଭା ଭବନ ଆଡକୁ ଯିବାକୁ ପ୍ରୟାସ କରୁଥିବା ବେଳେ ଆନ୍ଦୋଳନକାରୀଙ୍କୁ ପାଣି ମାଡ କରିବା ସହ ଅଟକାଇଥିଲା । ପରେ ଶତାଧିକ ବିଜେଡି କର୍ମୀଙ୍କୁ ଗିରଫ କରାଯାଇଛି । ପୁଲିସ-ବିଜେଡି କର୍ମୀ ମଧ୍ୟରେ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଛି । ଏହି ଘଟଣାରେ ବିଭାଗୀୟ ମନ୍ତ୍ରୀଙ୍କ ଗିରଫ ଦାବି କରିଛି ବିଜେଡି ।

Hot this week

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

Related Articles

Popular Categories