www.samajalive.in
Friday, December 5, 2025
27.1 C
Bhubaneswar

ବନ୍ଧୁକ ଦେଖାଇ ସୁନା ଚେନ୍ ଲୁଟ୍ ଉଦ୍ୟମ: ବାଇକରୁ ପଡି ମହିଳା ଗୁରୁତର

କଟକ: ଦିନକୁ ଦିନ ରାଜ୍ୟରେ ଅପରାଧିକ କାର୍ଯ୍ୟକଳାପମାନ ବଢିବାରେ ଲାଗିଛି । କଟକ ରେ ବନ୍ଧୁକ ଦେଖାଇ ଜଣେ ମହିଳାଙ୍କ ଠାର ସୁନା ଚେନ୍ ଲୁଟିବାକୁ ଉଦ୍ୟମ କରିଛନ୍ତି ଦୁର୍ବୁତ୍ତ। ମହିଳା ଜଣକ ଆଜି   ଛତ୍ର ବଜାର କେନାଲ ରୋଡରେ ଯାଉଥିବାବେଳେ ଏଭଳି ଅଘଟଣ ଘଟିଛି। ଫଳରେ ବାଇକରୁ ଖସି ପଡି ମହିଳା ଜଣକ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଲୋକ ଜଣଙ୍କୁ କାବୁ କରି ନିର୍ଦ୍ଧୁମ୍ ମାଡ ମାରିଛନ୍ତି। ଆଉ ଜଣେ ଲୁଟେରା ଚମ୍ପଟ ମାଣିଛନ୍ତି । ମହିଳାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories