www.samajalive.in
Saturday, December 6, 2025
26.1 C
Bhubaneswar

୪ ଦିନ ବଜ୍ରପାତ ସତର୍କତା

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ବିହାର ଏବଂ ପୂର୍ବ ଉତ୍ତର ପ୍ରଦେଶରେ ପହଞ୍ଚିବ। ଲଘୁଚାପ ପ୍ରଭାବରେ ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ, କଳାହାଣ୍ଡି, ସମ୍ବଲପୁର, ସୁବର୍ଣ୍ଣପୁର, କୋରାପୁଟ, ଗଜପତି, ଗଞ୍ଜାମ ଏବଂ ବରଗଡ଼ ଆଦି ଜିଲାରେ ବର୍ଷା ହୋଇଛି। ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡଘଡି ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୁନ୍ଦରଗଡ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡା, କୋରାପୁଟ, ମାଲକାନଗିରି, ବାଲେଶ୍ବର, ଭଦ୍ରକ, ଗଞ୍ଜାମ ଏବଂ ଗଜପତି ଜିଲାକୁ ବଜ୍ରପାତ ପାଇଁ ସତର୍କ ସୂଚନା ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଛି।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories