www.samajalive.in
Monday, December 8, 2025
24.1 C
Bhubaneswar

ମାଲକାନଗିରିରେ ଓଡିଶା ବନ୍ଦର ପ୍ରଭାବ

ମାଲକାନଗିରି: ବାଲେଶ୍ବର ଫକୀର ମୋହନ କଲେଜର ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ଆଜି କଂଗ୍ରେସ ପକ୍ଷରୁ ଓଡିଶା ବନ୍ଦ ଡାକରା ଦିଆଯାଇଛି। ଯାହାର ପ୍ରଭାବ ମାଲକାନଗିରି ଜିଲ୍ଲାରେ ଦେଖିବାକୁ ମିଳିଛି। ସକାଳ ୬ଟାରୁ କଂଗ୍ରେସ କର୍ମୀମାନେ ଜିଲ୍ଲାର ବିଭିନ୍ନ ଛକରେ ବ୍ୟାନର ଲଗାଇ ରାସ୍ତା ଅବରୋଧ କରିବା ସହ ସରକାରଙ୍କ ବିରୁଦ୍ଧରେ ନାରାବାଜି କରୁଛନ୍ତି। କଂଗ୍ରେସର ବନ୍ଦ ପାଳନ ଯୋଗୁଁ ମାଲକାନଗିରି ଜିଲ୍ଲାର ସମସ୍ତ ସ୍ଥାନରେ ଦୋକାନ ବଜାର ବନ୍ଦ ରହିଥିବା ବେଳେ ଯାନବାହାନ ଚଳାଚଳ ମଧ୍ୟ ସଂପୂର୍ଣ୍ଣ ଭାବେ ବନ୍ଦ ରହିଛି। ସ୍କୁଲ କଲେଜକୁ ମଧ୍ୟ ଆଜି ଛୁଟି ଘୋଷଣା କରାଯାଇଛି। ଆନ୍ଦୋଳନକାରୀ କଂଗ୍ରେସ କର୍ମୀ ମାନେ ଉଚ୍ଚଶିକ୍ଷା ମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛନ୍ତି।

ବାସ୍‌ ୨୩ ଜୁଲାଇକୁ ଅପେକ୍ଷା ; ୧୦୦ ବର୍ଷ ପରେ ଗଜକେସରୀ ଯୋଗ, ଏହି ରାଶିଙ୍କୁ କୋଟିପତି କରିବେ ଶିବଶଙ୍କର, କିଣିବେ ଘର,ଜମି, ମିଳିବ ବଡ ସଫଳତା..

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories