www.samajalive.in
Sunday, December 7, 2025
14.1 C
Bhubaneswar

ବଢିଲା ସୁନା, ପୁଣି ଲକ୍ଷେ ଟପିବ ଦାମ୍‌ !

ଭୁବନେଶ୍ୱର : ପୁଣି ଚିନ୍ତା ବଢାଇଲା ସୁନା ଦର। ଦିନକୁ ଦିନ ବଢି ଚାଲିଛି ଦର। ଜୁଲାଇ ୧୭ ଅର୍ଥାତ୍‌ ଗୁରୁବାର ପୁଣି ବଢିଛି ସୁନା ଦାମ୍‌ । ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୯,୩୩୦ ଟଙ୍କା ରହିଛି । ଗତକାଲି ୯୯,୨୮୦ ଟଙ୍କା ଥିଲା । ଏଥିରେ ୫୦ ଟଙ୍କା ବୃଦ୍ଧି ପାଇଛି ।

୨୨ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ୍‌କୁ ୯୧,୦୫୦ ଟଙ୍କା ରହିଛି । ଗତକାଲି ୯୧,୦୦୦ ଟଙ୍କା ଥିଲା । ଏଥିରେ ୫୦ ଟଙ୍କା ବୃଦ୍ଧି ପାଇଛି ।

- Advertisement -

୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦର ୭୪,୫୦୦ ଟଙ୍କା ରହିଛି । ଗତକାଲି ୭୪,୪୬୦ ଟଙ୍କା ଥିଲା। ଏଥିରେ ୪୦ ଟଙ୍କା ବୃଦ୍ଧି ହୋଇଛି ।

ସେହିପରି ରୁପା ଦାମ୍‌ରେ କୌଣସି ପରିବର୍ତ୍ତନ ହୋଇ ନାହିଁ । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୨,୪୦୦ ଟଙ୍କା ରହିଛି । ଗତକାଲି ମଧ୍ୟ ୧୨,୪୦୦ ଟଙ୍କା ଥିଲା ।

ବାସ୍‌ ୨୩ ଜୁଲାଇକୁ ଅପେକ୍ଷା ; ୧୦୦ ବର୍ଷ ପରେ ଗଜକେସରୀ ଯୋଗ, ଏହି ରାଶିଙ୍କୁ କୋଟିପତି କରିବେ ଶିବଶଙ୍କର, କିଣିବେ ଘର,ଜମି, ମିଳିବ ବଡ ସଫଳତା..

 

 

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories