ଗୁଣୁପୁର: ଗୁଣୁପୁରରେ ଅଭାବନୀୟ ଘଟଣା ଘଟିଛି। ଏକ ଘରୋଇ ବିଶ୍ଵ ବିଦ୍ୟାଳୟ ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ଜଣେ ଛାତ୍ରଙ୍କର ମୃତଦେହ ଉଦ୍ଧାର ହୋଇଛି। ଛାତ୍ର ଜଣକ ବାୟୋଟେକ୍ ଦ୍ଵିତୀୟ ବର୍ଷରେ ପଢୁଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ ଛାତ୍ରଙ୍କର ପରିଚୟ ମିଳିପାରିନାହିଁ। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ଗୁଣୁପୁର ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।
Popular Categories



