www.samajalive.in
Saturday, December 6, 2025
26.1 C
Bhubaneswar

ତତ୍ପର ହେଲା ଗଣଶିକ୍ଷା ବିଭାଗ, ଜାରି ହେଲା ହେଲପଲାଇନ ନଂ

ସମାଜ ଡିଜିଟାଲ ଡେସ୍କ: ବାଲେଶ୍ୱର ଏଫ୍‍ଏମ୍‍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଓ ପରେ ମୃତ୍ୟୁ ଘଟଣାରେ ତତ୍ପର ଦେଖାଇଛି ଗଣଶିକ୍ଷା ବିଭାଗ । ବିଦ୍ୟାଳୟରେ ମହିଳା କର୍ମଚାରୀ ଓ ଶିକ୍ଷାର୍ଥୀଙ୍କ ସୁରକ୍ଷା ପାଇଁ ଗାଇଡଲାଇନ୍‍ ନମ୍ବର ଜାରି କରାଯାଇଛି । ସଠିକ୍‍ ଭାବେ ଆବ୍ୟନ୍ତରୀଣ ଅଭିଯୋଗ କମିଟି (ଆଇଆଇସି) ଗଠନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ବିଦ୍ୟାଳୟ ଓ ରେସିଡେଣ୍ଟାଲ ହଷ୍ଟେଲ ପାଇଁ ହେଲପଲାଇନ୍‍ ନଂ ଜାରି ହୋଇଛି । ମହିଳା ହେଲପଲାଇନ ନଂ-୧୮୧, ଶିଶୁ ହେଲନଲାଇନ ନଂ-୧୦୯୮, ପୁଲିସ-୧୧୨, ସ୍କୁଲ ଛାତ୍ର ହେଲପଲାଇନ ନଂ-୧୮୦୦୩୪୫୬୭୨୨ ଜାରି ହୋଇଛି । ଭଲ ଭାବରେ ହେଲପଲାଇନ ନଂ ଲଗାଇବାକୁ ସବୁ ଜିଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖାଯାଇଛି ।

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories