www.samajalive.in
Monday, December 8, 2025
27.1 C
Bhubaneswar

ଓଡ଼ିଶା ବନ୍ଦ ପ୍ରଭାବରେ ରାଇକିଆ ପ୍ରଭାବିତ

ରାଇକିଆ : କଂଗ୍ରେସ ଦଳ ସହ ବିଭିନ୍ନ ଦଳ ପକ୍ଷରୁ ଗୁରୁବାର ୧୨ ଘଣ୍ଟିଆ ବନ୍ଦ ଡାକରା ପ୍ରଭାବରେ ରାଇକିଆ  ସମ୍ପୂର୍ଣ୍ଣ ପ୍ରଭାବିତ ହୋଇଛି। ଗାଡ଼ିମଟର ଚଳଚଳ, ସରକାରୀ, ବେସରକାରୀ କାର୍ଯ୍ୟାଳୟ, ଶିକ୍ଷା ଅନୁଷ୍ଠାନ ସବୁ ବନ୍ଦ ରହିଛି। କଂଗ୍ରେସକର୍ମୀ ବିଭିନ୍ନ ଛକରେ ଜଗି ରହିଛନ୍ତି। ଜରୁରୀକାଳୀନ ସ୍ଵାସ୍ଥ୍ୟ ସେବା କାର୍ଯ୍ୟରେ ଲୋକେ ଯିବା ଆସିବା କରୁଛନ୍ତି। ଔଷଧ ଦୋକାନକୁ ବାଦ ଦେଲେ ଅନ୍ୟାନ୍ୟ ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ବନ୍ଦକୁ ଦୃଷ୍ଟିରେ ରଖି ବିଭିନ୍ନ ଛକରେ ପୁଲିସ ମୁତୟନ ହୋଇଛନ୍ତି।

ବାସ୍‌ ୨୩ ଜୁଲାଇକୁ ଅପେକ୍ଷା ; ୧୦୦ ବର୍ଷ ପରେ ଗଜକେସରୀ ଯୋଗ, ଏହି ରାଶିଙ୍କୁ କୋଟିପତି କରିବେ ଶିବଶଙ୍କର, କିଣିବେ ଘର,ଜମି, ମିଳିବ ବଡ ସଫଳତା..

- Advertisement -

 

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories