www.samajalive.in
Monday, December 8, 2025
27.1 C
Bhubaneswar

ସୌମ୍ୟାଶ୍ରୀ ମୃତ୍ୟୁ: ହାଇକୋର୍ଟରେ ଜନସ୍ଵାର୍ଥ ମାମଲା, କ୍ରାଇମବ୍ରାଞ୍ଚର ତଦନ୍ତ ଜାରି

ସମାଜ ଡିଜିଟାଲ ଡେସ୍କ: ବାଲେଶ୍ଵର ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି ମୃତ୍ୟୁ ମାମଲାରେ ହାଇକୋର୍ଟରେ ଏକ ଜନସ୍ଵାର୍ଥ ମାମଲା ଦାୟର ହୋଇଛି। ମାମଲାର ତଦନ୍ତ ପାଇଁ ଏକ ଏସଆଇଟି(ସ୍ଵତନ୍ତ୍ର ତଦନ୍ତକାରୀ ଦଳ) ଗଠନ କରାଯିବା ସହିତ ହାଇକୋର୍ଟଙ୍କ ତତ୍ତ୍ଵାବଧାନରେ ଏହାର ତଦନ୍ତ କରିବାକୁ ଜନସ୍ଵାର୍ଥ ମାମଲାରେ ଆବେଦନକାରୀଙ୍କ ପକ୍ଷରୁ ଦାବି କରାଯାଇଛି। ଏହି ମାମଲାରେ ରାଜ୍ୟ ମୁଖ୍ୟ ଶାସନ ସଚିବ, ପୁଲିସ ମହାନିର୍ଦେଶକ, କଂଗ୍ରେସ, ବିଜେଡି ଏବଂ ୟୁଜିସିକୁ ପକ୍ଷଭୁକ୍ତ କରାଯାଇଛି।

ଅନ୍ୟପଟେ କ୍ରାଇମବ୍ରାଞ୍ଚ ପକ୍ଷରୁ ମାମଲାର ତଦନ୍ତ ଆରମ୍ଭ ହୋଇଛି। କ୍ରାଇମବ୍ରାଞ୍ଚର ଏକ ଟିମ ଗୁରୁବାର କଲେଜକୁ ଯାଇ ତଦନ୍ତ କରିଛି। ନିଆଁ ଲିଭାଇବାକୁ ଉଦ୍ୟମ କରି ଆହତ ହୋଇଥିବା ଜ୍ୟୋତିପ୍ରକାଶଙ୍କୁ ଟିମ୍‌ ଭେଟିଥିବା ଜଣାପଡ଼ିଛି।

Hot this week

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

Related Articles

Popular Categories