www.samajalive.in
Friday, December 5, 2025
27.1 C
Bhubaneswar

ଆଜି ତଦନ୍ତ କମିଟି ନିକଟରେ ହାଜର ହେବେ ଆଇସିସି ସଦସ୍ୟ

ସମାଜ ଡିଜିଟାଲ ଡେସ୍କ: ବାଲେଶ୍ୱର ଏଫ୍‍ଏମ୍‍ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ଆଜି ବାଲେଶ୍ୱର ଯିବ ଉଚ୍ଚଶିକ୍ଷା ବିଭାଗର ଉଚ୍ଚସ୍ତରୀୟ କମିଟି । ତଦନ୍ତ କମିଟି ନିକଟରେ ହାଜର ହେବେ ଆଇଆଇସି ସଦସ୍ୟ । ଆଜି ଓ ଆସନ୍ତାକାଲି ଏଫ୍‍ଏମ୍‍ କଲେଜରେ ବ୍ୟକ୍ତିଗତ ହାଜର ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଉଚ୍ଚଶିକ୍ଷା ନିର୍ଦ୍ଦେଶକଙ୍କ ଗଠିତ ହୋଇଛି ତଦନ୍ତ କମିଟି । ଆଭ୍ୟନ୍ତରୀଣ ଅଭିଯୋଗ କମିଟି ବା ଆଇଆଇସି ବ୍ୟକ୍ତିଗତ ଭାବେ ଏହି ତଦନ୍ତ କିମିଟିରେ ହାଜର ହେବାକୁ ନିର୍ଦ୍ଦେଶ ରହିଛି । ଏଫ୍‍ଏମ୍‍ କଲେଜରେ ହାଜର ହେବେ ଆଇସିସି ସଦସ୍ୟ । ବାଲେଶ୍ୱର ଶିକ୍ଷା ନିର୍ଦ୍ଦେଶାଳୟର ଏନେଇ ନିର୍ଦ୍ଦେଶ ରହିଛି । ଆହତ ଜ୍ୟୋତିପ୍ରକାଶ ବିଶ୍ୱାଳଙ୍କୁ ଛାଡି ଅନ୍ୟ ୯ଜଣଙ୍କୁ ହାଜର ହେବାକୁ କୁହାଯାଇଛି ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories