www.samajalive.in
Friday, December 5, 2025
26.1 C
Bhubaneswar

ଭୂପେଶ ବଘେଲଙ୍କ ଘରେ ଇଡି ଚଢ଼ାଉ

ସମାଜ ଡିଜିଟାଲ ଡେସ୍କ: ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଭୂପେଶ ବଘେଲଙ୍କ ଭିଲାଇସ୍ଥିତ ବାସଭବନରେ ଶୁକ୍ରବାର ଇଡି(ପ୍ରବର୍ତ୍ତନ ନିର୍ଦେଶାଳୟ) ପକ୍ଷରୁ ଚଢ଼ାଉ କରାଯାଇଛି। ଇଡି ଅଧିକାରୀମାନେ ୩ଟି କାରରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ବଘେଲଙ୍କ ବାସଭବନକୁ ଯାଇ ଚଢ଼ାଉ କରିଥିଲେ। ସିଆରପିଏଫ ପକ୍ଷରୁ ଅଧିକାରୀମାନଙ୍କୁ ସୁରକ୍ଷା ପ୍ରଦାନ କରାଯାଇଥିଲା।

ବଘେଲଙ୍କ କାର୍ଯ୍ୟାଳୟ ପକ୍ଷରୁ ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଏ ସମ୍ପର୍କରେ ପୋଷ୍ଟ କରି ସୂଚନା ଦିଆଯାଇଛି। ପୋଷ୍ଟରେ ଲେଖାଯାଇଛି ଯେ, ଇଡି ପହଞ୍ଚିଛି। ଆଜି ବିଧାନସଭା ଅଧିବେଶନର ଶେଷ ଦିନ। ଆଦାନୀ ଗ୍ରୁପ ପାଇଁ ତମନାରରେ ଜଙ୍ଗଲ କଟାଯିବା ପ୍ରସଙ୍ଗ ବିଧାନସଭାରେ ଉତ୍ଥାପନ କରାଯିବାର ଥିଲା। କିନ୍ତୁ ସାହେବ ବଘେଲଙ୍କ ଘରକୁ ଇଡିକୁ ପଠାଇଛନ୍ତି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories