www.samajalive.in
Friday, December 5, 2025
26.1 C
Bhubaneswar

ଏଫ୍‍ଏମ୍‍ କଲେଜରେ ଫ୍ୟାକ୍ଟ ଫାଇଣ୍ଟିଂ ଟିମ୍‍

ସମାଜ ଡିଜିଟାଲ ଡେସ୍କ: ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ତଦନ୍ତ ପାଇଁ ଏଫ୍‍ଏମ୍‍ କଲେଜରେ ପହଞ୍ଚିଲା ୟୁଜିସି ଫ୍ୟାକ୍ଟ ଫାଇଣ୍ଟିଂ ଟିମ୍‍ । ଦିଲ୍ଲୀରୁ ଆସି ବାଲେଶ୍ୱରରେ ପହଞ୍ଚିଛନ୍ତି ଫ୍ୟାକ୍ଟ ଫାଇଣ୍ଡିଂର ୪ଜଣିଆ ଟିମ୍‍ । କଲେଜର ଭାରପ୍ରାପ୍ତ ଅଧ୍ୟକ୍ଷ, ଆଇସିସି ସଦସ୍ୟଙ୍କ ସହ ଘଟଣା ସମ୍ପର୍କରେ ଆଲୋଚନା କରୁଛନ୍ତି । ସେପଟେ ଆଜି ବି କଲେଜକୁ ଯାଇ ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ ଟିମ୍‍ । ଆଜି ତଦନ୍ତକାରୀ ଅଧିକାରୀ ମାନେ କଲେଜରେ ପହଞ୍ଚି କିଛି ଛାତ୍ରଛାତ୍ରୀ ଓ ଅଧ୍ୟକ୍ଷକଙ୍କୁ ପଚରାଉଚାର କରିଛନ୍ତି । ଛାତ୍ରୀ ଜଣଙ୍କ ପେଟ୍ରୋଲ କେଉଁଠୁ ଆଣିଲେ, କିପରି ଭାବରେ ଢାଲି ହୋଇ ନିଆଁ ଲଗାଇଲେ ସେନେଇ ଖୋଳତାଡ ଜାରି ରହିଛି ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories