www.samajalive.in
Saturday, December 6, 2025
26.1 C
Bhubaneswar

ଆଜି ବି ବଢିଲା ସୁନା, ଜାଣନ୍ତୁ କେତେ..

ଭୁବନେଶ୍ୱର : ପୁଣି ବଢିଲା ସୁନା ଦାମ୍‌ । ଜୁଲାଇ ୧୮ ଅର୍ଥାତ୍‌ ଶୁକ୍ରବାର ପୁଣି ବଢିଛି ସୁନା ଦର । ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୯,୩୮୦ ଟଙ୍କା ରହିଛି । ଗତକାଲି ୯୯,୩୩୦ ଟଙ୍କା ଥିଲା । ଏଥିରେ ୫୦ ଟଙ୍କା ବୃଦ୍ଧି ହୋଇଛି ।

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୧,୧୦୦ ଟଙ୍କା ରହିଛି । ଗତକାଲି ୯୧,୦୫୦ ଟଙ୍କା ଥିଲା । ଏଥିରେ ମଧ୍ୟ ୫୦ ଟଙ୍କା ବୃଦ୍ଧି ହୋଇଛି ।

- Advertisement -

୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦର ୭୪,୫୪୦ ଟଙ୍କା ରହିଛି । ଗତକାଲି ୭୪,୫୦୦ ଟଙ୍କା ଥିଲା । ଏଥିରେ ୪୦ ଟଙ୍କା ବୃଦ୍ଧି ହୋଇଛି ।

ସେହିପରି ରୁପା ଦାମ୍‌ ୧୦ ଟଙ୍କା ହ୍ରାସ ହୋଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୨,୩୯୦ ଟଙ୍କା ରହିଛି । ଗତକାଲି ୧୨, ୪୦୦ ଟଙ୍କା ଥିଲା । ଏଥିରେ ୧୦ ଟଙ୍କା ହ୍ରାସ ହୋଇଛି ।

ବଡ ଖୁସି ନେଇ ଆସୁଛି ଅଗଷ୍ଟ: ଗ୍ରହଙ୍କ ଦୁର୍ଲ୍ଲଭ ରାଜଯୋଗ, ଏହି ରାଶିଙ୍କ ଉପରେ ଧନବର୍ଷା କରିବେ ମା’ଲକ୍ଷ୍ମୀ, ମିଳିବ ସନ୍ତାନ ସୁଖ, ହେବେ ଭାଗ୍ୟଶାଳୀ..

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories