www.samajalive.in
Friday, December 5, 2025
20.1 C
Bhubaneswar

ଦେଖନ୍ତୁ ଭିଡିଓ; ଜୋତା ଭିତରେ ଫଣା ଟେକି ରହିଥିଲା ନାଗ, ତା’ପରେ..

ନୂଆଦିଲ୍ଲୀ : ଅନେକ ସମୟରେ ସୋସିଆଲ ମିଡିଆରେ ଭାଇରାଲ୍‌ ହେଉଥିବା ସାପର ଅନେକ ଭିଡିଓ ସଭିଁଙ୍କ ଧ୍ୟାନକୁ ଆକର୍ଷିତ କରିବା ସହ ଭୟଭୀତ ମଧ୍ୟ କରିଥାଏ । ନିକଟରେ ଏପରି ଏକ ଭିଡିଓ ଭାଇରାଲ୍‌ ହେଉଛି,ଯାହା ଆଶ୍ଚର୍ଯ୍ୟ ଚକିତ କରିବା ସହ ସାବଧାନ ଓ ସତର୍କ ରହିବାକୁ ଜଣାଇଛି । ଘଟଣାଟି ମୁମ୍ବାଇର । ନବୀ ମୁମ୍ବାଇରେ ଜଣେ ସୁରକ୍ଷାଗାର୍ଡଙ୍କ ଜୋତାରେ ଏକ ନାଗସାପ ଲୁଚି ରହିଥିଲା ।

- Advertisement -

ବର୍ଷାରେ ଓଦା ହେବା ପରେ ସୁରକ୍ଷାଗାର୍ଡ ଜଣକ ଜୋତାକୁ ବାହାରେ ରଖିଥିଲେ । ସେ ଜୋତା ପିନ୍ଧିବା ପାଇଁ ପ୍ରସ୍ତୁତ ହେବା ସମୟରେ ସେଥିରେ ଏକ ସାପ ଥିବା ହଠାତ୍‌ ତାଙ୍କ ନଜର ପଡିଥିଲା । ଏହାପରେ ସାପ ଧରାଳୀଙ୍କୁ ଡାକିବା ପରେ ସେମାନେ ସାପକୁ ସୁରକ୍ଷିତ ଉଦ୍ଧାର କରି ଜଙ୍ଗଲରେ ଛାଡିଥିଲେ । ମୁମ୍ବାଇର ଏହି ଘଟଣା ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଉଛି । ସୋସିଆଲ ମିଡିଆରେ ଏହି ଭିଡିଓ ଦ୍ରୁତ ଗତିରେ ଭାଇରାଲ୍‌ ହେଉଛି । ଭିଡିଓ ଦେଖିବା ପରେ ଲୋକେ ନିଜର ଭିନ୍ନ ଭିନ୍ନ ମତ ଦେଇଛନ୍ତି ।

ବଡ ଖୁସି ନେଇ ଆସୁଛି ଅଗଷ୍ଟ: ଗ୍ରହଙ୍କ ଦୁର୍ଲ୍ଲଭ ରାଜଯୋଗ, ଏହି ରାଶିଙ୍କ ଉପରେ ଧନବର୍ଷା କରିବେ ମା’ଲକ୍ଷ୍ମୀ, ମିଳିବ ସନ୍ତାନ ସୁଖ, ହେବେ ଭାଗ୍ୟଶାଳୀ..

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories