www.samajalive.in
Saturday, December 6, 2025
14.1 C
Bhubaneswar

୯ କୋଟି ଟଙ୍କାର ଗଞ୍ଜେଇ ଜବତ

ସୁବର୍ଣ୍ଣପୁର : ତରଭା ପୁଲିସକୁ ଶୁକ୍ରବାର ମିଳିଛି ବଡ ସଫଳତା । ତରଭା ଥାନା ଅନ୍ତର୍ଗତ ମେଣ୍ଢା ଫାଣ୍ଡି ନିକଟରେ ଏକ ଗଞ୍ଜେଇ ଭର୍ତ୍ତି ଗାଡିକୁ ପୁଲିସ ଗୋଡାଇ ଗୋଡାଇ ଧରିବା ସହ ପ୍ରାୟ ୯ କୁଇଣ୍ଟାଲ ଗଞ୍ଜେଇ ଜବତ କରିଛି । ଏହାର ଆନୁମାନିକ ମୂଲ୍ୟ ପ୍ରାୟ ୯ କୋଟି ଟଙ୍କା ହେବ। ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରି ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । କଣ୍ଟାପୋଲରୁ ଏକ ଗଞ୍ଜେଇ ଭର୍ତ୍ତି ପିକ୍‌ଅପ୍‌ ଭ୍ୟାନ୍‌କୁ ପୁଲିସ ପିଛା କରି କରି ଏହାକୁ କାବୁ କରିଥିଲେ । ଘଟଣାର ତଦନ୍ତ ଜାରି ରହିଛି ।

ବଡ ଖୁସି ନେଇ ଆସୁଛି ଅଗଷ୍ଟ: ଗ୍ରହଙ୍କ ଦୁର୍ଲ୍ଲଭ ରାଜଯୋଗ, ଏହି ରାଶିଙ୍କ ଉପରେ ଧନବର୍ଷା କରିବେ ମା’ଲକ୍ଷ୍ମୀ, ମିଳିବ ସନ୍ତାନ ସୁଖ, ହେବେ ଭାଗ୍ୟଶାଳୀ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories