www.samajalive.in
Monday, December 8, 2025
20.1 C
Bhubaneswar

ପୁଣି ଏକ ନୂଆ କାହାଣୀ ସହ ବଡ ପରଦାରେ ସୀତାରାମ୍ ଅଗ୍ରୱାଲ୍

-ନୂଆ ସ୍ଵାଦରେ ଦର୍ଶକ ଦେଖିବେ ଭାଇରାଲ ଗୀତ ‘ଛି ଛି ଛିରେ ନନୀ ଛି’-

ଡେସ୍କ: ଓଡ଼ିଆ ଚଳଚ୍ଚିତ୍ରକୁ ନୂଆ ରୂପ ଦେଇ ଆସିଥିବା ସଫଳ ଓ ଅନୁଭବୀ ନିର୍ମାତା ସୀତାରାମ୍ ଅଗ୍ରୱାଲ୍ ପୁଣି ବଡ ପରଦାକୁ ଫେରୁଛନ୍ତି। ଆଉ ଏକ ତାଜା ଓ ଗଭୀର ଭାବନାତ୍ମକ ପ୍ରେମ କାହାଣୀ ‘ଛି’ରେ ନନି’ ସହିତ ଦମଦାର କମ ବ୍ୟାକ କରୁଛନ୍ତି ସୀତାରାମ। ଆସନ୍ତା ଅଗଷ୍ଟ ୧ରେ ଓଡ଼ିଶାର ସମସ୍ତ ସିନେମା ହଲରେ ମୁକ୍ତିଲାଭ କରିବ ଚଳଚ୍ଚିତ୍ର ‘ଛି’ରେ ନନି’। ଚଳଚ୍ଚିତ୍ରର କାହାଣୀ ରଚନା ସହ ନିର୍ଦ୍ଦେଶନା ଦେଇଛନ୍ତି ସୁଶାନ୍ତ ମଣି। ନୂତନ ପିଢ଼ୀର ରୋମାଣ୍ଟିକ୍ ଫିଲ୍ମ ହିସାବରେ ନିରୀହ ପ୍ରେମ, ଗ୍ରାମ୍ୟ ବାସ୍ତବତା ଓ ହୃଦୟ ବିଦାରକ ନାଟକୀୟତାକୁ ଏକତ୍ର କରି ଦେଖାଉଛି ‘ଛି’ରେ ନନି’ ଚଳଚ୍ଚିତ୍ର, ଯେଉଁଠି ପରିବାର ଓ ଭାଗ୍ୟକୁ ଅସ୍ୱୀକାର କରେ ପ୍ରେମ।

ସିଦ୍ଧାର୍ଥ ମ୍ୟୁଜିକ୍ ବ୍ୟାନରରେ ନିର୍ମିତ ଚଳଚ୍ଚିତ୍ରରେ ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି ଶିବାନୀ ସଙ୍ଗୀତା, ଶୈଳେନ୍ଦ୍ର ଓ ଦିପନ୍ୱିତ। ଅନ୍ୟପକ୍ଷରେ, ସାରା ବିଶ୍ୱରେ ଚର୍ଚ୍ଚାରେ ଥିବା ଭାଇରାଲ ଗୀତ ‘ଛି ଛି ଛିରେ ନନୀ ଛି’କୁ ଦର୍ଶକ ଦେଖିବେ ନୂଆ ସ୍ୱାଦରେ।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories