www.samajalive.in
Saturday, December 13, 2025
23.1 C
Bhubaneswar

ପାଞ୍ଚ ମାସ ବିତିଲା, ସନ୍ଦେହ ଘେରରେ ଆଉ ଜଣେ ସୌମ୍ୟାଙ୍କ ମୃତ୍ୟୁ ଘଟଣା

ଡେସ୍କ: ବାଲେଶ୍ୱର ଏଫ୍‌ଏମ୍ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ଘଟଣା ସାରା ରାଜ୍ୟରେ ଆଲୋଡନ ସୃଷ୍ଟି କରିଥିବା ବେଳେ କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ମହାବିଦ୍ୟାଳୟର ଯୁକ୍ତ ୨ ଛାତ୍ରୀ ସୌମ୍ୟା ଶାଶ୍ବତୀ ନାୟକଙ୍କ ଆତ୍ମହତ୍ୟା ଘଟଣାରେ ଏପର୍ଯ୍ୟନ୍ତ କୌଣସି ନିଷ୍କର୍ସ ବାହାରି ପାରିନାହିଁ। ଦୀର୍ଘ ୫ ମାସ ହେବ ସୌମ୍ୟାଙ୍କ ସହପାଠୀ ଓ ଅଞ୍ଚଳବାସୀ ସନ୍ଦେହ ଘେରରେ ରହିଥିବା ବେଳେ ଦୋଷୀ ଦଣ୍ଡ ପାଇବା ନେଇ ଆଶଙ୍କା ପ୍ରକାଶ ପାଇଛି। ଘଟଣାର ତଦନ୍ତ ସନ୍ଦେହ ଘେରରେ ରହିଛି।

ଏହି ଘଟଣାର ତଦନ୍ତ ଓ କାର୍ଯ୍ୟାନୁଷ୍ଠାନ ପାଇଁ ପୂର୍ବରୁ ଉଚ୍ଚ ଶିକ୍ଷାମନ୍ତ୍ରୀ ଦେଇଥିବା ନିର୍ଦ୍ଦେଶ ଏବେ ମଧ୍ୟ କାର୍ଯ୍ୟକାରୀ ହୋଇନଥିବା ବେଳେ ତତ୍କାଳୀନ ଅଧ୍ୟକ୍ଷଙ୍କ ବିବାଦୀୟ ବୟାନକୁ ନେଇ ମଧ୍ୟ ଛାତ୍ର ସଂଗଠନ ଗୁଡିକ ନିନ୍ଦା କରିଛନ୍ତି।

Hot this week

ଗୋପାଳପୁର କଲେଜରେ ସ୍ଥାପନ ହେବ ଫ୍ରାଟେରନିଟି ପାର୍କ

ବ୍ରହ୍ମପୁର/ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ସ୍ଥିତ ହୋଟେଲ ସି ସାଇଡ...

ବଦଳିପାରେ ମନରେଗା ଯୋଜନାର ନାମ

ସମାଜ ଲାଇଭ ଡ଼େସ୍କ : ଗ୍ରାମୀଣ ସ୍ତରରେ ଶ୍ରମିକ ମାନଙ୍କୁ ରୋଜଗାର...

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଢାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

Related Articles

Popular Categories