www.samajalive.in
Saturday, December 6, 2025
23.1 C
Bhubaneswar

ବାସ୍‌ ଆଉ ଗୋଟିଏ ଦିନ: ଏହି ରାଶିଙ୍କୁ ଶୁକ୍ର କରିବେ ଧନୀ, ମିଳିବ ଚାକିରି, ବଢିବ ଦରମା, ହେବ ବିବାହ ପୁଣି କିଣିବେ ଘର,ଗାଡି..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଧନ ଓ ଐଶ୍ୱର୍ଯ୍ୟର କାରକ ନିର୍ଦ୍ଦିଷ୍ଟ ସମୟାନୁସାରେ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଚଳନ କରି ଥାନ୍ତି । ଶୁକ୍ର ଖୁବ୍‌ ଶୀଘ୍ର ନକ୍ଷତ୍ର ପରିବର୍ତ୍ତନ କରିବେ । ଶାସ୍ତ୍ର ଅନୁସାରେ ୨୦ ଜୁଲାଇରେ ଶୁକ୍ର ନକ୍ଷତ୍ର ପରିବର୍ତ୍ତନ କରିବେ । ଏହାର ପ୍ରଭାବ ସମସ୍ତ ରାଶି ବ୍ୟକ୍ତି ବିଶେଷଙ୍କ ଉପରେ ପଡିଲେ ମଧ୍ୟ ୪ ରାଶି ବ୍ୟକ୍ତି ବିଶେଷଙ୍କ ଭାଗ୍ୟରେ ଶୁଭ ପରିବର୍ତ୍ତନ ହୋଇ ଭାଗ୍ୟଶାଳୀ ହେବେ ।
ଏହି ରାଶିଙ୍କର ଧନ ପ୍ରାପ୍ତି ହେବା ସହ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ନୂଆ ଜିନିଷ କିଣିବାର ମଧ୍ୟ ଯୋଗ ରହିଛି । କଳା, ବ୍ୟବସାୟରେ ସଫଳତା ମିଳିବା ସହ ଅନେକ କାମରେ ବଡ ସଫଳତା ମିଳିବ ।

ବୃଷ- ଏହି ରାଶିଙ୍କୁ ଶୁଭଫଳ ମିଳିବ । ହଠାତ୍‌ ଧନ ମିଳିବ । ଟଙ୍କା ନିବେଶ କରି ଲାଭବାନ୍‌ ହେବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ନୂଆ ଜିନିଷ କିଣିବେ । ବଡ କାମରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ମଧ୍ୟ ଶୁଭଫଳ ମିଳିବ ।

- Advertisement -

କର୍କଟ- ଏହି ରାଶିଙ୍କୁ ବିଶେଷ ଲାଭ ମିଳିବ । ଘରେ ହସଖୁସିର ବାତାବରଣ ରହିବ । ଭୂମି, ଯାନ କିଣିବାର ଯୋଗ ରହିଛି । ବୈବାହିକ ଜୀବନ ସୁଖମୟ ହେବ । ପ୍ରେମ ସମ୍ପର୍କ ମଜଭୁତ ହେବ । ପୁରୁଣା ଟଙ୍କା ନିବେଶରୁ ଲାଭ ପାଇବେ । ସମସ୍ୟା ଦୂର ହେବ ।

ତୁଳା- ଆର୍ଥିକ ସ୍ଥିତି ମଜଭୁତ ହେବ । ଚାକିରିରେ ପଦନ୍ନୋତି ସହ ଦରମା ବଢିବ । ନୂଆ ଚାକିରି ମିଳିବ । ଅବିବାହିତ ଯୁବକ ଯୁବତୀଙ୍କ ବିବାହ ହେବ । ପ୍ରେମ ସମ୍ପର୍କ ମଜଭୁତ ହେବ । ବ୍ୟବସାୟୀଙ୍କ ପାଇଁ ସମୟ ଅନୁକୂଳ ରହିଛି । ଜୀବନରେ ଖୁସିର ଆଗମନ ହେବ ।

ମକର- ଅତ୍ୟନ୍ତ ଶୁଭଫଳ ମିଳିବ । ବ୍ୟବସାୟରେ ବଡ ସଫଳତା ମିଳିବ । ନୂଆ ଚାକିରି ଠାରୁ ଆରମ୍ଭ କରି ପଦନ୍ନୋତି ସହ ଦରମା ବଢିବ । ଆମଦାନୀ ବୃଦ୍ଧି ହେବ । ଟଙ୍କା ସଞ୍ଚୟ କରିବେ । ମାନସିକ ଶାନ୍ତି ମିଳିବ । ମନ ଖୁସି ରହିବ । ଆତ୍ମବିଶ୍ୱାସ ବୃଦ୍ଧି ସହ ଚିନ୍ତା ଦୂର ହେବ ।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories