www.samajalive.in
Saturday, December 6, 2025
19.1 C
Bhubaneswar

ବଢିଲା ସୁନା, ପୁଣି ଲକ୍ଷେ ଟଙ୍କା ଟପିଲା ଦାମ୍‌

ଭୁବନେଶ୍ୱର : ଚିନ୍ତା ବଢାଇଲା ସୁନାଦର । ପୁଣି ଲକ୍ଷେ ଟଙ୍କା ଟପିଲା ସୁନା ଦାମ୍‌ । ଜୁଲାଇ ୧୯ ଅର୍ଥାତ୍‌ ଶନିବାର ବଢିଛି ସୁନା ଦାମ୍‌ । ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୦,୦୪୦ ଟଙ୍କା ରହିଛି । ଗତକାଲି ୯୯,୩୮୦ ଟଙ୍କା ଥିଲା । ଏଥିରେ ୬୬୦ ଟଙ୍କା ବୃଦ୍ଧି ପାଇଛି ।
୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦର ୯୧,୭୦୦ ଟଙ୍କା ରହିଛି । ଗତକାଲି ୯୧,୧୦୦ ଟଙ୍କା ରହିଛି । ଏଥିରେ ୬୦୦ ଟଙ୍କା ବୃଦ୍ଧି ପାଇଛି ।
୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୭୫,୦୩୦ ଟଙ୍କା ରହିଛି । ଗତକାଲି ୭୪,୫୪୦ ଟଙ୍କା ଥିଲା । ଏଥିରେ ୪୯୦ ଟଙ୍କା ବୃଦ୍ଧି ପାଇଛି ।
ସେହିପରି ରୁପା ଦାମ୍‌ ମଧ୍ୟ ବଢିଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୨,୬୦୦ ଟଙ୍କା ରହିଛି । ଗତକାଲି ୧୨,୩୯୦ ଟଙ୍କା ଥିଲା । ଏଥିରେ ୨୧୦ ଟଙ୍କା ବୃଦ୍ଧି ପାଇଛି ।

ବାସ୍‌ ଆଉ ଗୋଟିଏ ଦିନ: ଏହି ରାଶିଙ୍କୁ ଶୁକ୍ର କରିବେ ଧନୀ, ମିଳିବ ଚାକିରି, ବଢିବ ଦରମା, ହେବ ବିବାହ ପୁଣି କିଣିବେ ଘର,ଗାଡି..

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories