www.samajalive.in
Friday, December 5, 2025
23.1 C
Bhubaneswar

୧୨ଟା ୩୦ ସୁଦ୍ଧା ଏୟାରଲିଫ୍ଟ ହେବେ ବଳଙ୍ଗା ପୀଡିତା: ଏମ୍ସ ନିର୍ଦେଶକ

ଭୁବନେଶ୍ଵର: ଏୟାରଲିଫ୍ଟ ହେବେ ବଳଙ୍ଗା ପୀଡିତା। ବର୍ତ୍ତମାନ୍ ପୀଡିତା ଜଣଙ୍କୁ ଭୁବନେଶ୍ଵର ଏମ୍ସରେ ଚିକିତ୍ସା କରାଯାଉଥିବା ବେଳେ ଦିଲ୍ଲୀକୁ ଏୟାରଲିଫ୍ଟ କରାଯିବା ନେଇ ସୂଚନା ମିଳିଛି। ଡାକ୍ତରୀ ଟିମ୍ ସହ ପୀଡିତାଙ୍କ ପରିବାର ଲୋକଙ୍କର ଆଲୋଚନା ହୋଇଛି। ଦିଲ୍ଲୀ ଏମ୍ସ ସହ ଏୟାରଲିଫ୍ଟ ନେଇ ଯୋଗାଯୋଗ ହୋଇସାରିଛି। ଏ ନେଇ ସୂଚନା ଦେଇଛନ୍ତି ପୀଡିତାଙ୍କ ସମ୍ପର୍କୀୟ ଭାଇ। ସେପଟେ ଏୟାରଲିଫ୍ଟ ନେଇ ଏମ୍ସ ନିର୍ଦେଶକ ଆଶୁତୋଷ ବିଶ୍ଵାସ କହିଛନ୍ତି ୧୨ଟା ୩୦ ସୁଦ୍ଧା ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ। ପୀଡିତାଙ୍କ ସ୍ଵାସ୍ଥ୍ୟବସ୍ଥାରେ ସାମାନ୍ୟ ସୁଧାର ଆସିଛି। ରକ୍ତଚାପ ପୂର୍ବଦିନ ଅପେକ୍ଷା ସାମାନ୍ୟ ଥିବାବେଳେ ସ୍ଵାସ୍ଥ୍ୟବସ୍ଥାରେ ସୁଧାର ପରିଲକ୍ଷିତ ହୋଇଛି।  ଏମ୍ସର ଡାକ୍ତରୀ ଦଳ ସହ ପରିବାର ସଦସ୍ୟ ମଧ୍ୟ ଯିବେ।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories