www.samajalive.in
Saturday, December 6, 2025
17.1 C
Bhubaneswar

ବଳଙ୍ଗା ପୀଡିତାଙ୍କୁ ଏୟାରଲିଫ୍ଟ

ଭୁବନେଶ୍ଵର : ଏୟାରଲିଫ୍ଟ ହେଲେ ବଳଙ୍ଗା ପୀଡିତା। ଭୁବନେଶ୍ଵର ଏମ୍ସରେ ପୀଡିତାଙ୍କ ଚିକିତ୍ସା ଜାରି ରହିଥିବାବେଳେ ଅଧିକ ଚିକିତ୍ସା ଲାଗି ଦିଲ୍ଲୀ ଏମ୍ସକୁ ଏୟାର ଲିଫ୍ଟ କରାଯାଇଛି। ଏଥିଲାଗି ଏମ୍ସର ବିଜୁ ପଟ୍ଟନାୟକ ବିମାନ ବନ୍ଦର ପର୍ଯ୍ୟନ୍ତ ଗ୍ରୀନ୍ କରିଡର କରାଯାଇଛି। ଆଜି ସକାଳେ ପ୍ରଥମେ  ଡାକ୍ତରୀ ଟିମ୍ ସହ ପୀଡିତାଙ୍କ ପରିବାର ଲୋକଙ୍କର ଆଲୋଚନା ହୋଇଥିଲା।  ସେପଟେ ପୀଡିତାଙ୍କ ସ୍ଵାସ୍ଥ୍ୟବସ୍ଥା ନେଇ ଏମ୍ସ ନିର୍ଦେଶକ ଆଶୁତୋଷ ବିଶ୍ଵାସ କହିଛନ୍ତି  ପୀଡିତାଙ୍କ ସ୍ଵାସ୍ଥ୍ୟବସ୍ଥାରେ ସାମାନ୍ୟ ସୁଧାର ଆସିଛି। ରକ୍ତଚାପ ପୂର୍ବଦିନ ଅପେକ୍ଷା ସାମାନ୍ୟ ଥିବାବେଳେ ସ୍ଵାସ୍ଥ୍ୟବସ୍ଥାରେ ସୁଧାର ପରିଲକ୍ଷିତ ହୋଇଛି।  ଏମ୍ସର ଡାକ୍ତରୀ ଦଳ ସହ ପରିବାର ସଦସ୍ୟ ମଧ୍ୟ ଦିଲ୍ଲୀ ଏମ୍ସ ଯାଇଛନ୍ତି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories