www.samajalive.in
Saturday, December 6, 2025
17.1 C
Bhubaneswar

ବଳଙ୍ଗାରେ ବିଜେଡି କର୍ମୀ-ପୁଲିସ୍ ଧସ୍ତାଧସ୍ତି

ନିମାପଡା:  ବଳଙ୍ଗାରେ ନାବାଳିକାକୁ ନିଆଁ ଲଗାଇଦେବା ଘଟଣା ।  ଆଜି ପୀଡ଼ିତାଙ୍କୁ ଭୁବନେଶ୍ଵର ଏମ୍ସରୁ ଦିଲ୍ଲୀ ଏମ୍ସକୁ ଏୟାର ଲିଫ୍ଟ କରାଯାଇଥିବାବେଳେ ବିଜେଡି ପକ୍ଷରୁ ବଳଙ୍ଗା ଥାନା ଘେରାଉ କରାଯାଇଛି। ଥାନା ଘେରାଉ ବେଳେ ବିଜେଡି କର୍ମୀ ଏବଂ ପୁଲିସ୍ ମଧ୍ୟରେ ଧସ୍ତାଧସ୍ତି ପରିସ୍ଥିତି ଉପୁଜିଛି। କିଛି ବିଜେଡି ନେତା ଓ କର୍ମୀମାନେ ଥାନା ଭିତରକୁ ଧସେଇ ପଶିବାକୁ ଉଦ୍ୟମ କରିଥିଲେ। ଯାହାକୁ ନେଇ ଏଭଳି ତୁମୁଳକାଣ୍ଡ ଦେଖିବାକୁ ମିଳିଥିଲା। ପୁଲିସ୍ ଏହି ଘଟଣାରେ ଅପରାଧୀକୁ ଧରିନପାରିଥିବାରୁ ଉତ୍ତେଜନା ସ୍ଥିତି ଦେଖାଦେଇଛି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories