www.samajalive.in
Wednesday, December 10, 2025
14.1 C
Bhubaneswar

ଏମ୍ସ କହିଲା ପୀଡିତାଙ୍କ ଅବସ୍ଥା ଗୁରୁତର

ସମାଜ ଡିଜିଟାଲ ଡେସ୍କ: ବଳଙ୍ଗା ନାବାଳିକାଙ୍କ ଅବସ୍ଥା ଗୁରୁତର ଥିବାବେଳେ ଦିଲ୍ଲୀ ଏମ୍ସରେ ଚାଲିଛି ଚିକିତ୍ସା । ପୀଡିତାଙ୍କ ଅବସ୍ଥା ଏବେବି ଗୁରୁତର ଥିବା ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି । ଏମ୍ସ ଡାକ୍ତରଙ୍କ ସୂଚନା ଅନୁସାରେ ପୀଡିତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ବର୍ଣ୍ଣ ଏବଂ ପ୍ଲାଷ୍ଟିକ୍‍ ସର୍ଜରୀ ବ୍ଲକରେ ଚାଲିଛି ଚିକିତ୍ସା । ଅକ୍ସିଜେନ ସହାୟତାରେ ପୀଡିତା ରହିଛନ୍ତି । ସ୍ୱତନ୍ତ୍ର ଡାକ୍ତରୀ ଟିମ୍‍ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଉପରେ ନଜର ରଖାଯାଇଛି । ରବିବାର ଦିନ ଭୁବନେଶ୍ୱର ଏମ୍ସରୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ ହୋଇଥିଲେ ପୀଡିତା । ସେପଟେ ଘଟଣାକୁ ୪୮ଘଣ୍ଟା ବିତିଥିଲେ ବି ଏପର୍ଯ୍ୟନ୍ତ ଦୁର୍ବୃତ୍ତଙ୍କୁ ଧରିବାରେ ବିଫଳ ପୁଲିସ । ଘଟଣାରେ ଦୋଷୀଙ୍କୁ କଡା କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ଗ୍ରାମବାସୀ ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories