www.samajalive.in
Saturday, December 6, 2025
26.1 C
Bhubaneswar

ସରକାର ସମସ୍ତ ସୁବିଧା ସୁନିଶ୍ଚିତ କରିବେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବଳଙ୍ଗା ପୀଡ଼ିତାଙ୍କୁ ଦିଲ୍ଲୀ ଏମ୍‌ସ ସ୍ଥାନାନ୍ତର କରାଯିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମାଜିକ ଗଣମାଧ୍ୟମରେ ଉଲ୍ଲେଖ କରିଛନ୍ତି ଯେ, ପୁରୀ ଜିଲାର ବଳଙ୍ଗାଠାରେ ଘଟିଯାଇଥିବା ଅଘଟଣ ପାଇଁ ମୁଁ ଗଭୀର ଭାବେ ମର୍ମାହତ। ପୀଡ଼ିତାଙ୍କ ସର୍ବୋତ୍ତମ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ଏମ୍‌ସ ସ୍ଥାନାନ୍ତର କରାଯାଇଛି। ଏଥିପାଇଁ ରାଜ୍ୟ ସରକାର ସମସ୍ତ ଆବଶ୍ୟକ ସୁବିଧା ସୁନିଶ୍ଚିତ କରିବେ। ବ୍ୟକ୍ତିଗତ ଭାବେ ମୁଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଝିଅଟିର ତ୍ବରିତ ଆରୋଗ୍ୟ ନିମନ୍ତେ ପ୍ରାର୍ଥନା କରୁଛି।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories