www.samajalive.in
Friday, December 5, 2025
27.1 C
Bhubaneswar

ଆରଡିସି ଅଫିସ ଘେରିଲା ବିଜେଡି

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ବଢି ଚାଲିଛି ନାରୀ ନିର୍ଯାତନା, ସୌମ୍ୟାଶ୍ରୀ ଓ ଘଟଣାରେ ନ୍ୟାୟ ଦାବିରେ ଆଜି ରାଜ୍ୟର ସବୁ ଆରଡିସି ଅଫିସ ଘେରାଉ କରିଛି ବିଜେଡି । ରାଜ୍ୟରେ ଏକ ସପ୍ତାହରେ ଦୁଇ ଦୁଇଟି ବଡ ଘଟଣା ଘଟିଥିବା ବେଳେ ରାଜୃବାସୀ ଏଥିପାଇଁ ସବ୍ଧ ହୋଇଛନ୍ତି । ବାଲେଶ୍ୱର ଏଫ୍‍ଏମ୍‍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଓ ପରେ ମୃତ୍ୟୁ ଘଟଣାରେ ସରକାରଙ୍କୁ କାଠଗଡାକୁ ଟାଣିଛି ବିଜେଡି । ରାଜ୍ୟରେ ଆଇନ ଶୃଙ୍ଖଳା ବିଗିଡି ଯାଇଥିବାରୁ ଅଭିଯୋଗ କରି ଆଜି ବିଜେଡି ଆରଡିସି ଅଫିସ ଘେରାଉ କରିଛି । କଟକ, ସମ୍ବଲପୁର ଓ ବ୍ରହ୍ମପୁରରେ ଥିବା ଆରଡିସି ଅଫିସ ଆଗରେ ବିଜେଡି ନେତା ଓ କର୍ମୀ ମାନେ ଆନ୍ଦୋଳନ କରିବା ସହ ଧାରଣା ଦେଇଛନ୍ତି ।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories