www.samajalive.in
Tuesday, December 9, 2025
26.1 C
Bhubaneswar

ଦମକଳ ଗାଡ଼ି ଧକ୍କାରେ କଲେଜ ଛାତ୍ର ମୃତ, ଉତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ

ପୁରୀ: ଅଗ୍ନିଶମ ଗାଡ଼ି ଧକ୍କାରେ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ପୁରୀ ଭୁବନେଶ୍ଵର ଜାତୀୟ ରାଜପଥର ତଳଜଙ୍ଗ ଛକରେ ଏହି ଦୁର୍ଘଟଣା ଘଟିଛି। ମୃତକ ଜଣକ କଲେଜ ଛାତ୍ର ବୋଲି ଜଣାପଡିଛି। ଏହାକୁ ନେଇ ଉତ୍ୟକ୍ତ ଲୋକେ ଚାଳକଙ୍କୁ ଅଟକ ରଖି ତଳଜଙ୍ଗ ଛକରେ ରାସ୍ତା ଅବରୋଧ କରିଛନ୍ତି। ରାସ୍ତାର ଦୁଇ ପାର୍ଶ୍ଵରେ ଶହ ଶହ ଗାଡ଼ି ଅଟକି ରହିଛି।

Hot this week

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

Related Articles

Popular Categories