www.samajalive.in
Saturday, December 6, 2025
15.1 C
Bhubaneswar

ଭାଙ୍ଗୁଛି ସବୁ ରେକର୍ଡ: ବଢାଇଛି ଚିନ୍ତା, ସୁନା ଦାମ୍‌ ବଢିଲା ଏତେ

ଭୁବନେଶ୍ୱର : ଭାଙ୍ଗିଲା ସବୁ ରେକର୍ଡ । ହୁ ହୁ ହୋଇ ବଢି ଚାଲିଛି ସୁନା ଦର । ପୁଣି ଲକ୍ଷେ ଟଙ୍କା ଅତିକ୍ରମ କରିବା ସହ ନିୟମିତ ବଢୁଛି ଦାମ୍‌ । ଜୁଲାଇ ୨୨ ଅର୍ଥାତ୍‌ ମଙ୍ଗଳବାର ବଢିଛି ସୁନା ଦାମ୍‌ । ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୧,୨୯୦ ଟଙ୍କା ରହିଛି । ଗତକାଲି ୧,୦୦,୧୫୦ ଟଙ୍କା ଥିଲା । ଏଥିରେ ୧,୧୪୦ ଟଙ୍କା ବୃଦ୍ଧି ହୋଇଛି ।
୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୨,୮୫୦ ଟଙ୍କା ରହିଛି । ଗତକାଲି ୯୧,୮୦୦ ଟଙ୍କା ଥିଲା । ଏଥିରେ ୧,୦୫୦ ଟଙ୍କା ବୃଦ୍ଧି ହୋଇଛି ।
୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୭୫,୯୭୦ ଟଙ୍କା ରହିଛି । ଗତକାଲି ୭୫,୧୧୦ ଟଙ୍କା ଥିଲା । ଏଥିରେ ୮୬୦ ଟଙ୍କା ବୃଦ୍ଧି ହୋଇଛି ।
ସେହିପରି ରୁପା ଦାମ୍‌ ମଧ୍ୟ ବୃଦ୍ଧି ପାଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୨,୮୦୦ ଟଙ୍କା ରହିଛି । ଗତକାଲି ୧୨,୬୦୦ ଥିଲା । ଏଥିରେ ୨୦୦ ଟଙ୍କା ବୃଦ୍ଧି ହୋଇଛି ।

୧୨ ବର୍ଷ ପରେ ଦୁର୍ଲ୍ଲଭ ଯୋଗ : ଏକାଠି ହେବେ ବୃହସ୍ପତି-ଶୁକ୍ର, ଏହି ରାଶି ହେବେ ମାଲାମାଲ୍‌, ବିବାହ ଠାରୁ ଚାକିରି ସବୁଥିରେ ମିଳିବ ବଡ ସଫଳତା..

ଦେଖନ୍ତୁ ଭିଡିଓ ; ରାସ୍ତାରେ କାର୍‌ ଚଲାଇ ଉତ୍ପାତ କଲେ ନାବାଳକ, ତା’ପରେ ଯାହା ହେଲା..

- Advertisement -

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories