www.samajalive.in
Saturday, December 6, 2025
14.1 C
Bhubaneswar

ପୁଅ ମାଡରେ ମାଆ ମୃତ

କେନ୍ଦ୍ରାପଡା: ପୁଅ ମାଡରେ ମାଆ ମୃତ । ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡା ଜିଲ୍ଲା ପଟ୍ଟମୁଣ୍ଡାଇ ବିଷ୍ଣୁପୁର ଗାଁରେ। ମିଳିଥିବା ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ ମନୋଜ ଏବଂ ତାଙ୍କ ପତ୍ନୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ବଚସା ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ମନୋଜ ତାଙ୍କ ପତ୍ନୀଙ୍କୁ ଆକ୍ରମଣ କରିଥିଲେ। ଏହାଦେଖି ମନୋଜଙ୍କ ମାଆ ଅଟକାଇବାକୁ ଉଦ୍ୟମ କରିଥିଲେ। ଏବଂ ଝଗଡା ସମାଧାନ କରିବାକୁ ଚେଷ୍ଟା କରିଥିଲେ। କିନ୍ତୁ ପୁଅ ମାଡରେ ମାଆର ଜୀବନ ଚାଲି ଯାଇଥିଲା। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ପୁଅ ମନୋଜ ମଲ୍ଲିକଙ୍କୁ ଅଟକ ରଖି ଅଧିକ ପଚରାଉଚରା ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories