www.samajalive.in
Saturday, December 6, 2025
26.1 C
Bhubaneswar

ଜଗଦୀପ ଧନଖଡ଼ଙ୍କ ଇସ୍ତଫା ଗୃହୀତ, ପ୍ରଧାନମନ୍ତ୍ରୀ କହିଲେ- ସୁସ୍ଥତା କାମନା କରୁଛି

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ଇସ୍ତଫା ଗୃହୀତ ହୋଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ତାଙ୍କ ଇସ୍ତଫା ମଞ୍ଜୁର କରିଛନ୍ତି। ଏହାପରେ ଗୃହ ମନ୍ତ୍ରଣାଳୟ ପକ୍ଷରୁ ମଧ୍ୟ ଧନଖଡ଼ଙ୍କ ଇସ୍ତଫା ସମ୍ପର୍କରେ ବିଜ୍ଞପ୍ତି ପ୍ରକାଶ ପାଇଛି। ଗତକାଲି ରାଷ୍ଟ୍ରପତିଙ୍କୁ ଇସ୍ତଫା ପତ୍ର ପଠାଇଥିଲେ ଧନଖଡ଼। ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ସେ ଇସ୍ତଫା ଦେଇଥିଲେ।

ଇତି ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ଏକ୍ସ’ରେ ପୋଷ୍ଟ କରି ଧନଖଡ଼ଙ୍କ ଉତ୍ତମ ସ୍ଵାସ୍ଥ୍ୟ କାମନା କରିଛନ୍ତି। ସେ ଲେଖିଛନ୍ତି, ‘‘ଜଗଦୀପ ଧନଖଡ଼ଙ୍କୁ ଭାରତର ଉପରାଷ୍ଟ୍ରପତି ସମେତ ଅନେକ ଭୂମିକାରେ ଦେଶ ସେବା କରିବାର ସୁଯୋଗ ମିଳିଛି। ମୁଁ ତାଙ୍କ ସୁସ୍ଥତା କାମନା କରୁଛି।’’

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories