www.samajalive.in
Friday, December 5, 2025
20.1 C
Bhubaneswar

କୋଟିଆରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ୍‍ ସେବା

ସମାଜ ଡିଜିଟାଲ ଡେସ୍କ: କୋରାପୁଟ ଜିଲା କୋଟିଆକୁ ନେଇ ବଡ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଏହି ଅଞ୍ଚଳକୁ ଖବଶୀଘ୍ର ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ୍‍ ସେବା । ଏନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା । ସେ କହିଛନ୍ତି କୋଟିଆ ଓଡ଼ିଶାର ଅବିଚ୍ଛେଦ ଅଙ୍ଗ । ଯିଏ ଯେତେ ଦାବି କଲେ ବି କୋଟିଆ ଓଡ଼ିଶାର, ଆଉ ଓଡ଼ିଶାର ହିଁ ରହିବ । ନିର୍ବାଚନ ସମୟରେ କୋଟିଆ ଉପରେ ଆନ୍ଧ୍ରର ଆଖି ରହୁଛି । ତାକୁ ପ୍ରତିହତ କରିବା ପାଇଁ ରାଜ୍ୟ ସରକାର କାମ କରୁଛନ୍ତି । କୋଟିଆର ସମନ୍ୱିତ ବିକାଶ ହିଁ ସରକାରଙ୍କ ଲକ୍ଷ୍ୟ । ପରିବହନ ବିଭାଗ ପକ୍ଷରୁ କୋଟିଆରେ ଖୁବଶୀଘ୍ର ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ୍‍ ସେବା । ଖଣି ଖାଦାନରେ ଭରପୂର କୋଟିଆ ଅଞ୍ଚଳ । ସେଠାକାର ଗୋଟିଏ ପାହାଡକୁ ସୁନା ପାହାଡ ବୋଲି କୁହାଯାଏ । ତାକୁ ଚିହ୍ନଟ ତାର ସଦୁପଯୋଗ କରିବା ପାଇଁ ଖଣି ବିଭାଗ ବି ପଦକ୍ଷେପ ନେଉଛି ବୋଲି ମନ୍ତ୍ରୀ କହିଛନ୍ତି ।

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories