www.samajalive.in
Monday, December 8, 2025
13.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ଖୁବଶୀଘ୍ର ନିଲାମ ହେବ ଆଉ ୨୨ଟି ଖଣି.. ଏନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି.. ସୂଚନା ଦେଲେ ଖଣି ମନ୍ତ୍ରୀ ବିଭୂତି ଜେନା.. ମନ୍ତ୍ରୀ କହିଲେ, ଖଣି ନିଲାମ ହେବାଦ୍ୱାରା ରାଜ୍ୟର ରାଜସ୍ୱ ବଢିବା ସହ ଶିଳ୍ପ ଆସିବ, ନିଯୁକ୍ତି ବଢିବ..

ରକ୍ଷାବନ୍ଧନ ପୂର୍ବରୁ କେନ୍ଦ୍ରୀୟ କର୍ମଚାରୀଙ୍କୁ ମିଳିପାରେ ଉପହାର.. ବଢ଼ିପାରେ ମହଙ୍ଗା ଭତ୍ତା..

- Advertisement -

ଡିକି ଭାଙ୍ଗି ନେଇଗଲେ ୨ଲକ୍ଷ ୪୫ ହଜାର ଟଙ୍କା.. ବାଲେଶ୍ବର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଚଡ଼କମରା ଛକ ନିକଟରୁ ତଳନଗର କଲେଜ ଅଧ୍ୟକ୍ଷଙ୍କ ଡିକି ଭାଙ୍ଗି ୨ଲକ୍ଷ ୪୫ ହଜାର ଟଙ୍କା ଲୁଟ୍‌ ଅଭିଯୋଗ..

ଗିରଫ ହେଲେ କୋଟିପତି ଡିଏଫ୍ଓ.. କେନ୍ଦୁଝର କେନ୍ଦୁଲିଫ୍ ଡିଭିଜିନ ଡିଏଫଓ ନିତ୍ୟାନନ୍ଦ ନାୟକଙ୍କୁ ଗିରଫ କଲା ଭିଜିଲାନ୍ସ.. ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ.. ୩ ଦିନ ହେବ ନିତ୍ୟାନନ୍ଦ ନାୟକଙ୍କ ଘର ଓ କାର୍ଯ୍ୟାଳୟ ଉପରେ ଚଢାଉ ଜାରି ରହିଥିଲା..

ମାଲକାନଗିରି ନାବାଳିକା ଗଣଦୁଷ୍କର୍ମ ଘଟଣାରେ ୪ ଗିରଫ.. ଟ୍ରକ୍‌ ଚାଳକ ସହ ଆଉ ୩ ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିଥିବା ସୂଚନା.. ପୀଡ଼ିତା ଜଣକ ପୃଥକ ସ୍ଥାନରେ ଦୁଷ୍କର୍ମର ଶିକାର ହୋଇଥିଲେ.. ବିଜାଘାଟି ନିକଟରୁ ନାବାଳିକାଙ୍କୁ ଆଦର୍ଶ ଥାନା ପୁଲିସ ଉଦ୍ଧାର କରିଥିଲା..

Hot this week

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

Related Articles

Popular Categories