www.samajalive.in
Friday, December 5, 2025
26.1 C
Bhubaneswar

ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର- ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା।    ଗୁରୁବାର ରାତି କିମ୍ବା ଶୁକ୍ରବାର ସକାଳେ ଏହା ଅଧିକ ଘନୀଭୁତ ହୋଇ ଉତର ପଶ୍ଚିମ ଆଡ଼କୁ ଗତି କରି ଝାଡଖଣ୍ଡ ଓ ଉତର ଛତିଶଗଡ଼ ମୁହାଁ ହେବାର ସମ୍ଭାବନା ଥିବା ସିଇସି ପକ୍ଷରୁ କୁହାଯାଇଛି ।
ଏହାର ପ୍ରଭାବରେ ଗୁରୁବାର ରାତିରୁ ଜୁଲାଇ ୨୬ ତାରିଖ ଅପରାହ୍ଣ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଅଂଚଳରେ ଅଧିକ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି ।

ଜୁଲାଇ ୨୪ ଏବଂ ୨୫ ତାରିଖରେ ଅନୁଗୁଳ, ବଲାଙ୍ଗୀର, ବାଲେଶ୍ୱର, ବୋ÷ଦ୍ଧ, କଟକ, ଢ଼େଙ୍କାନାଳ, ଜଗତସିଂହପୁର, ଯାଜପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, କେନ୍ଦ୍ରପଡ଼ା, ଖୋର୍ଦ୍ଧା, ମୟୁରଭଞ୍ଜ, ନୟାଗଡ଼ ଏବଂ ସୁବର୍ଣ୍ଣପୁର ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

- Advertisement -

ସେହିପରି ଜୁଲାଇ ୨୫ ଏବଂ ୨୬ ତାରିଖରେ ବରଗଡ଼, ବୋ÷ଦ୍ଧ, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଅଧିକ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି ।
ରାଜ୍ୟର ଅନ୍ୟ ଜିଲ୍ଳାଗୁଡ଼ିକରେ ଏହି ସମୟ ମଧ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories