www.samajalive.in
Friday, December 5, 2025
27.1 C
Bhubaneswar

କନ୍ଧମାଳର ନୂଆ ଜିଲ୍ଲାପାଳ ହେଲେ ବେଦଭୂଷଣ

ଫୁଲବାଣୀ: ରାଜ୍ୟ ସରକାର ଆଇଏଏସ ଅଧିକାରୀ ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କୁ ଖୋର୍ଦ୍ଧା ଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ତାଙ୍କ ସ୍ଥାନରେ ଶ୍ରୀ ବେଦଭୂଷଣଙ୍କୁ କନ୍ଧମାଳ ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି। ୨୦୨୦ ବ୍ୟାଚର ଆଇଏଏସ ଅଧିକାରୀ ବେଦଭୂଷଣ ଏହା ପୂର୍ବରୁ ସମ୍ବଲପୁର ମହାନଗର ନିଗମର କମିଶନର ଭାବେ କାର୍ଯ୍ୟରତ ଥିଲେ। ସେହିଭଳି ବାଲିଗୁଡା ଉପଜିଲ୍ଲାପାଳ ଡ. ରୀନା ପ୍ରଧାନଙ୍କୁ କେନ୍ଦୁଝର ଡିଏମଏଫର ମୂଖ୍ୟ ନିର୍ବାହୀ ଅଧିକାରୀ ଭାବେ ବଦଳି କରାଯାଇଥିବା ରାଜ୍ୟ ସରକାରଙ୍କ ଦ୍ବାରା ପ୍ରକାଶିତ ବିଜ୍ଞପ୍ତିରୁ ଜଣାପଡିଛି।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories