www.samajalive.in
Friday, December 5, 2025
23.1 C
Bhubaneswar

୨୨ ଖଣି ନିଲାମ କରିବେ ସରକାର :ମନ୍ତ୍ରୀ

ଭୁବନେଶ୍ବର: ପୂର୍ବ ସରକାର ଦୀର୍ଘ ଦିନ ଧରି ଖଣି ନିଲାମ କରୁ ନଥିଲେ। ବିଜେପି ସରକାର ଆସିବା ପରେ ବର୍ଷକ ମଧ୍ୟରେ ୮ଟି ଖଣି ନିଲାମ କରାଯାଇଛି। ଖୁବ୍‌ ଶୀଘ୍ର ଆହୁରି ୨୨ଟି ଖଣି ନିଲାମ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି ବୋଲି ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଓଡ଼ିଶାରେ ଖଣିଜ ସମ୍ପଦର ବିକାଶ ଓ ରାଜ୍ୟର ଅର୍ଥନୀତିକୁ ମଜବୁତ କରିବା ଲାଗି ସରକାର ଖଣି ନିଲାମ ଉପରେ ଗୁରୁତ୍ବ ଦେଉଛନ୍ତି। ଏହାଦ୍ବାରା ରାଜ୍ୟର ରାଜସ୍ୱ ବୃଦ୍ଧି ସହିତ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ମନ୍ତ୍ରୀ କହିଛନ୍ତି, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସରକାର ଗତ ଏକବର୍ଷ ମଧ୍ୟରେ ୮ଟି ଖଣିର ସଫଳ ନିଲାମ କରି ସାରିଛନ୍ତି। ପୂର୍ବ ସରକାର ଦୀର୍ଘ ଦିନ ଧରି ଖଣି ନିଲାମ କରୁନଥିଲେ। ଖଣି ନିଲାମ ନହେବା ଦ୍ବାରା ରାଜ୍ୟର ଅର୍ଥନୈତିକ ବିକାଶ ବାଧାପ୍ରାପ୍ତ ହେଉଥିଲା। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସରକାର ଖଣି ନିଲାମ ଦିଗରେ ଦ୍ରୁତ ପଦକ୍ଷେପ ନେଉଛନ୍ତି। ଖଣି ନିଲାମ ଦ୍ୱାରା ରାଜ୍ୟରେ ଶିଳ୍ପ ସ୍ଥାପନ ତ୍ୱରାନ୍ୱିତ ହେବା ସହ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ରାଜ୍ୟକୁ ବଡ ଶିଳ୍ପ ଆସିଲେ ସ୍ଥାନୀୟ ଯୁବକ ଯୁବତୀଙ୍କ ପାଇଁ ନିଯୁକ୍ତି ପ୍ରକ୍ରିୟା ତ୍ୱରାନ୍ୱିତ ହୋଇପାରିବ।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories