www.samajalive.in
Friday, December 5, 2025
26.1 C
Bhubaneswar

ଭିଜିଲାନ୍ସ ଜାଲରେ ବିଏମସି କାର୍ଯ୍ୟନିର୍ବାହୀ ଯନ୍ତ୍ରୀ

ଭୁବନେଶ୍ଵର:  ଭିଜିଲାନ୍ସ ଜାଲରେ ବିଏମସି କାର୍ଯ୍ୟନିର୍ବାହୀ ଯନ୍ତ୍ରୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକଙ୍କ ଘର ଓ କାର୍ଯ୍ୟାଳୟ ସମେତ ୪ଟି ସ୍ଥାନରେ ଚଢାଉ ଜାରି ରହିଛି । ବିଏମସି ଅଫିସ ସମେତ ବଡ଼ଗଡ଼ ବ୍ରିଟ୍ କଲୋନୀରେ ଥିବା ତିନିମହଲା ଘର, ବାଲିଅନ୍ତା ଫାର୍ମହାଉସ, ରାୟଗଡ଼ା ଗୁଣୁପୁରରେ ଥିବା ପୈତୃକ ଘର ରେଡ୍ କରାଯାଉଛି। ଭିଜିଲାନ୍ସର ୬ ଜଣ ଡିଏସ୍‌ପି, ୧୦ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀ ପ୍ରମୂଖ ଏହି ଚଢାଉରେ ସାମିଲ ରହିଛନ୍ତି।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories